-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ଗଣ୍ଡଗୋଳ, ଧସ୍ତା ଧସ୍ତି ହେଲେ ଖେଳାଳି

12-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ରବିବାର ଆଗଲପୁର ବ୍ଳକ୍ ସାନଟିକା ଖେଳପଡିଆ ଠାରେ ସାନଟିକା କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ସେମିଫାଇନାଲ ମ୍ୟାଚ୍ ପନେସରା ଦଳ ଓ ସାନଟିକା ଦଳ ମଧ୍ଯରେ ଅନୁଷ୍ଠିତ ହୋଇଥିଲା l ପ୍ରଥମେ ବେଟିଙ୍ଗ୍ କରି ସାନଟିକା ଦଳ ୮ ଓଭର ରେ ମାତ୍ର ଚଉଷଠି ରନ୍ କରି ଅଲଆଉଟ୍ ହୋଇଥିଲା l କିନ୍ତୁ ପନେସରା ଦଳ ବେଟିଙ୍ଗ୍ ବେଳ କୁ ପନେସରା ଦଳର ଜଣେ ଖେଲାଲି ନିତ୍ୟାନନ୍ଦ ପାଣ୍ଡେ କୁ ପନେସରା ଗ୍ରାମ ର ବାସିନ୍ଦା ନୁହେଁ ବୋଲି ସାନଟିକା ଦଳ ଅଭିଯୋଗ କରିଥିଲା l ଉକ୍ତ ବିଷୟ କୁ ନେଇ ଉଭୟ ଦଳର ଖେଲାଳି ମଧ୍ଯରେ ଯୁକ୍ତିତର୍କ ହୋଇଥିଲା l ଯୁକ୍ତିତର୍କ ଏତେ ବଢିଥିଲା ଯେ ନିତ୍ୟାନନ୍ଦ ପାଣ୍ଡେ ପନେସରା ର ବାସିନ୍ଦା କି ନୁହେଁ ତାହା ସ୍ପଷ୍ଟୀକରଣ ପାଇଁ ଆୟୋଜକ ମାନେ ହିରାପୁର ସରପଞ୍ଚ ରମାକାନ୍ତ ବିଶ୍ବାଳ ଓ ଲୋଇସିଂହା ବ୍ଳକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ କୁ ଫୋନ ଯୋଗେ ଯୋଗାଯୋଗ କରିଥିଲେ l ସରପଞ୍ଚ ଓ ଅଧ୍ୟକ୍ଷ ନିତ୍ୟାନନ୍ଦ ପାଣ୍ଡେ ପନେସରା ବାସିନ୍ଦା ଅନନ୍ତି ବୋଲି ସ୍ପଷ୍ଟ କରିଥିଲେ l ତଥାପି କୌଣସି ମନ୍ଦ ଉଦ୍ଦେଶ୍ଯ ରଖି ଆୟୋଜକ ଦଳ  ପନେସରା ଦଳ କୁ ସେମିଫାଇନାଲ ମ୍ୟାଚ ଖେଲିବାକୁ ବାରଣ କରିଥିଲେ। ଏହାକୁ ନେଇ ଉଭୟ ଦଳର ଖେଲାଳି ମାନଙ୍କ ମଧ୍ଯରେ ଧସ୍ତା ଧସ୍ତି ହେବା ଭଳି ପରିସ୍ଥିତି ଉପୁଜି ଥିଲା l ଶେଷରେ ପନେସରା ଦଳ ନିଜର ପ୍ରବେଶ ଶୁଳ୍କ ଫେରସ୍ତ ପାଇଁ ଦାବି କରିଥିଲା ଓ ଟୁର୍ଣ୍ଣାମେଣ୍ଟ ରୁ ଓହୋରି ଯିବାର ନିସ୍ପତି ନେଇଥିଲା l କିନ୍ତୁ ଆୟୋଜକ ସାନଟିକା ଦଳ କିଛି ଫେରସ୍ତ ହେବ ନାହିଁ ବୋଲି ରୋକ୍ ଠୋକ୍ ମନା କରିଦେଇଥିଲା ଓ ସାନଟିକା ଦଳର କିଛି ଖେଲାଲି ଅସଭ୍ୟ ଭାସାରେ ଗାଲି ଦେବା ସହିତ ମାରପିଟ ଉଦ୍ୟମ କରିଥିଲେ l ଫଳରେ ପନେସରା ଦଳ ନିରାଶ ହୋଇ ଫେରିବାକୁ ବାଧ୍ଯ ହୋଇଥିବା ଖେଲାଲି ମାନେ କହିଛନ୍ତି l ଆୟୋଜକ ସାନଟିକା ଦଳ ପନେସରା ଠାରୁ ହାରିଯିବା ଭୟରେ ବିନା କୌଣସି କାରଣ ରେ ହିନ ଚିନ୍ତା ରଖି ଏପରି କରିଛନ୍ତି ବୋଲି ପନେସରା ଦଳର ଖେଲାଳି ରିଙ୍କୁ ସାହୁ ଅଭିଯୋଗ କରିଛନ୍ତି ଓ ଅନ୍ୟ ଦଳ ମାନଙ୍କୁ ଏମିତି ସ୍ବାର୍ଥ ଓ ମନ୍ଦ ଉଦ୍ଦେଶ୍ଯ ରେ ଆୟୋଜନ କରାଯାଉଥିବା ଟୁର୍ଣ୍ଣାମେଣ୍ଟ କୁ ବାରଣ କରିବାକୁ ଅନୁରୋଧ କରିଛନ୍ତି l ଆୟୋଜକ ଦଳର ଏପରି ଦୁର୍ବ୍ୟବହାର କୁ ଖେଲାଳି ମହଲରେ ନିନ୍ଦା କରାଯାଇଛି l


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like