-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ରେ ହରଘର ଧ୍ୟାନ କାର୍ଯ୍ୟକ୍ରମ ଆରମ୍ଭ

12-Feb-2023



ବୌଦ୍ଧ (ହୃଦାନନ୍ଦ ମେହେର )- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରାଧାନଗର ପଞ୍ଚାୟତ ଏସ୍ ବି ଆଇ ଆର ସେ ଟି ଠାରେ  ହର ଘର ଧ୍ୟାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି l ଏଥିରେ ୩୫ ଜଣ ତାଲିମ ନେଉଥିବା ମିଶନ ଶକ୍ତି ର ଏମ ମ୍ୱି କେ ଓ ସି ଆର ପି ମାନଂକୁ  ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା l ଏହା ଭାରତ ସରକାରଙ୍କ ସହିତ ଅନୁବନ୍ଧିତ ବିଶ୍ଵ ପ୍ରସିଦ୍ଧ ଯୋଗ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଙ୍କ ଆର୍ଟ ଅଫ ଲିଭିଙ୍ଗ ସଂସ୍ଥା

ମାଧ୍ୟମରେ ହର ଘର ଧ୍ୟାନ କାର୍ଯ୍ୟକ୍ରମ ସାରା ଦେଶରେ ଚାଲୁରହିଛି l ଏଥିରେ ମୁଖ୍ୟ ଅତିଥି ଭାବେ ଆର୍ଟ ଅଫ ଲିଭିଙ୍ଗ୍ ର ଟିଚର ଡ଼. ମମତା ମିଶ୍ର ଯୋଗଦେଇ ଶୁଭାରମ୍ଭ କରି ଉପସ୍ଥିତ ସମସ୍ତଙ୍କୁ ଯୋଗ, ଧ୍ୟାନ, ପ୍ରାଣାୟମ କରିବା ଦ୍ୱାରା କଣ ସବୁ ଲାଭ ହେଉଛି ବୁଝାଇଥିଲେ l ଧ୍ୟାନ କରିବା ଦ୍ଵାରା ଶାରୀରିକ ସୁସ୍ଥତା ଏବଂ ମାନସିକ ଶାନ୍ତି, ଏକାଗ୍ରତା, ଦୃଢ ଆତ୍ମ ବିଶ୍ବାସ, ଚିନ୍ତା ମୁକ୍ତ ଏବଂ ଆନନ୍ଦମୟ ଜୀବନ ଓ ସାଧାରଣ ମଣିଷ ଚାହୁଁ ଥିବା ଏକ ରୋଗ ମୁକ୍ତ ଶରୀର, ମାନସିକ ଦୁଶ୍ଚିନ୍ତା ଓ ବିଷାଦରୁ ମୁକ୍ତି, ଅବସାଦ ରୁ ମୁକ୍ତି ମିଳିବ ବୋଲି କହିଥିଲେ l 25 ମିନିଟ ର ଧ୍ୟାନ କଲାପରେ ସମସ୍ତେ ଆନନ୍ଦ ଉପଲବ୍ଧି କରିଥିବା ପ୍ରକାଶ କରିଥିଲେ l ଜୀବନରେ ପ୍ରତ୍ୱେକ୍ ଦିନ

ଅଭ୍ୟାସ କରିବା ପାଇଁ ପ୍ରତିଶୃତି ଦେଇଥିଲେ l ଆସନ୍ତା ଦିନରେ ଜିଲ୍ଳାର ବିଭିନ୍ନ ଗ୍ରାମ, ଅନୁଷ୍ଠାନ ଓ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ଡ଼. ମିଶ୍ର ସୂଚନା ପ୍ରଦାନ କରିଥିଲେ l କମ୍ ଦିନ ମଧ୍ୟରେ ଏକ ଆନନ୍ଦ ଅନୁଭୂତି ଶିବିର ଆୟୋଜନ କରିବାକୁ ସଂସ୍ଥା ତରଫରୁ ଅନୁରୋଧ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ଆୟୋଜନରେ ସାମାଜିକ କର୍ମୀ କୃତିବାସ ପଲିଆ, ବିଜୟ କୁମାର ପ୍ରଧାନ ଓ  ଅମର ପ୍ରସାଦ ମହାପାତ୍ର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like