-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଫେବୃଆରୀ 16 ରୁ ପ୍ରାଣୀ ଚିକିତ୍ସକ ଡିଜିଟାଲ କାର୍ଯ୍ୟ ବର୍ଜନ କରିବେ

12-Feb-2023



-ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ପ୍ରାଣୀ ଚିକିତ୍ସକ ମାନଙ୍କ ର ଦୀର୍ଘ ଦିନ ର ଦାବୀ ଗୁଡିକ ପ୍ରତି ସରକାର ଙ୍କ ଚରମ ଅବହେଳା ପ୍ରତିବାଦ ରେ ପ୍ରାଣୀ ଚିକିତ୍ସକ ମାନେ ଆସନ୍ତା 16 ତାରିଖ ରୁ ଡିଜିଟାଲ କାର୍ଯ୍ୟ ବର୍ଜନ କରିବେ l ଗତ 1 ତାରିଖ ରୁ ଏ ଚିକିତ୍ସକ ମାନେକଳା ବ୍ୟାଚ ପିନ୍ଧି ନିରବ ପ୍ରତିବାଦ କରି ଆସୁଛନ୍ତି l ଆସନ୍ତା 26 ତାରିଖ ରୁ ଅତିରିକ୍ତ କାର୍ଯ୍ୟ ଯଥା ଏନିମଲ ହେଲ୍ପ ଲାଇନ, କାର୍ଯ୍ୟାଳୟ ସମୟ ଓ ପରିସର ବାହାରେ ସେବା ଇତ୍ୟାଦି ବର୍ଜନ କରିବା ସହିତ ମାର୍ଚ୍ଚ 10 ତାରିଖ ରୁ ସମୂହ ଛୁଟି ନେବାକୁ ନିଷ୍ପତ୍ତି ନେଇଥିବା ଜଣାଯାଇଛି l  ଓଡିଶା ର ପ୍ରାଣୀ ଚିକିତ୍ସକ ମାନଙ୍କ ର ଦୀର୍ଘ ଦିନ ର ନ୍ୟାର୍ଯ୍ୟ ଦାବୀ ଯଥା ସାଧାରଣ ବର୍ଗ ଡାକ୍ତର ଙ୍କ ସହ ସମାନ ଦରମା, ସୁବିଧା ସୁଯୋଗ, ପ୍ରାଣୀ ଚିକିତ୍ସା ସେବାରେ ବ୍ୟାପକ ରୂପାନ୍ତରଣ 24 ଘଣ୍ଟିଆ ସେବା, ବିଶେଷଜ୍ଞ ଚିକିତ୍ସା, ରେଫରାଲ ସୁବିଧା, ମାଗଣା ପ୍ରାଣୀ ଚିକିତ୍ସା ଇତ୍ୟାଦି, କାର୍ଯ୍ୟ ସମୟ ଓ କାର୍ଯ୍ୟ ସାରଣୀ ନିର୍ଧାରଣ, ସ୍ୱତନ୍ତ୍ର ସୁରକ୍ଷା ଆଇନ, ସ୍ୱତନ୍ତ୍ର ପ୍ରାଣୀ ଚିକିତ୍ସା ବିଶ୍ୱ ବିଦ୍ୟାଳୟ, ସ୍ୱତନ୍ତ୍ର ପ୍ରାଣୀ ଉଦ୍ୟୋଗ ନିଗମ, ଚିକିତ୍ସାଳୟ ଜମିର ସୁରକ୍ଷା, ଇତ୍ୟାଦି ଦାବୀ ପ୍ରତି ଚରମ ଅବହେଳା ପ୍ରତିବାଦ ରେ ବୀତସ୍ପୃହ ପ୍ରାଣୀ ଚିକିତ୍ସକ ମାନେ ଆସନ୍ତା 16 ତାରିଖ ରୁ ଆନ୍ଦୋଳନାତ୍ମକ ପନ୍ଥା ମାନ ଅବଲମ୍ବନ କରିବାକୁ ବାଧ୍ୟ ହେଉଥିବା ବିଷୟ ଏକ ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like