-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡୁମାଣୀ ଖବର ର କେ. ବି. କେ ଜୋନ ସ୍ତରୀୟ ସମ୍ମିଳନୀ l

13-Feb-2023



ବୌଦ୍ଧ (ହୃଦାନନ୍ଦ ମେହେର)   ଭବାନୀପାଟଣା ସ୍ଥିତ ଭାଗିରଥି ଇନ ହୋଟେଲ ସମ୍ମିଳନୀ କକ୍ଷରେ ଡୁମାଣୀ ଖବର ମିଡ଼ିଆ ହାଉସ ର କେ. ବି. କେ ଜିଲ୍ଳା ଜୋନ  ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମାନ୍ୟଗଣ୍ୟ   ଅତିଥିମାନଙ୍କ ସହ ଡୁମାଣି ଖବର ମୁଖ୍ୟ ଶ୍ରୀ ଅକ୍ଷୟ କୁମାର ପଟ୍ଟନାୟକ ମାଁ ମାଣିକେଶ୍ବରୀଙ୍କ ଫଟୋଚିତ୍ର ଠାରେ ଦ୍ଵୀପ ପ୍ରଯୋଳନ କରି ସଭାକାର୍ଯ ଆରମ୍ଭ କରିଥିଲେ। ସମ୍ମାନିତ ଅତିଥି ନଗରପାଳ ଭବାନୀପାଟଣା ଶ୍ରୀମତୀ ସଂଯୁକ୍ତା ବେହେରା ମୁଖ୍ୟ ବକ୍ତା ଡ. ନୃପରାଜ ସାହୁ ରେଜିଷ୍ଟାର ସମ୍ବଲପୁର ବିଶ୍ୱବିଦ୍ୟାଳୟ, ଡୁମାଣୀ ଖବର ମୁଖ୍ୟ ଅକ୍ଷୟ କୁମାର ପଟ୍ଟନାୟକ, ଉପମୁଖ୍ୟ ଶ୍ରୀ ପଦ୍ମଲୋଚନ ନନ୍ଦ, ପଦ୍ମଶ୍ରୀ ବିଜେତା ପଟ୍ଟାୟତ ସାହୁ ଓ କେ. ବି.କେ ଜୋନ ଉପ ମୂଖ୍ୟ ଶ୍ରୀ ନରେନ୍ଦ୍ର ନେଗି ମଞ୍ଚାସିନ ହୋଇଥିଲେ।କେ. ବି. କେ ଜିଲ୍ଳା କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ,ସୋନପୁର, ବାଲିଗୁଡା, ଫୁଲବାଣୀ, କଳାହାଣ୍ଡି ପ୍ରଭୁତିର ଅନେକ ଜିଲ୍ଲାସ୍ତରୀୟ ବ୍ଲକ୍ ସ୍ତରୀୟ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ। ମଞ୍ଚ ପରିଚାଳନା କରିଥିଲେ କେ.ବି.କେ ଜୋନ ଉପମୁଖ୍ୟ ଶ୍ରୀ ନରେନ୍ଦ୍ର ନେଗୀ। ଡୁମାଣି ଖବର ମୁଖ୍ୟ ନିଜ ସାମ୍ବାଦିକ ମାନଙ୍କୁ ଗୁରୁମନ୍ତ୍ର ଦେଇ ଶିକ୍ଷା ସମସ୍ୟା ଓ ସ୍ଵାସ୍ଥ୍ୟ ସମସ୍ୟା ଏବଂ ସରକାରଙ୍କ ଯୋଜନା ଗରିବଙ୍କ ପାଖରେ ସଫଳ ରୂପାୟନ ହେଉଛିକି ନାହିଁ ତାହା ତଦାରଖ କରି ପ୍ରଶାସନକୁ ଜଣାଇବା ଭଳି ସମ୍ବାଦ କଲେ ହିଁ ଜନସାଧାରଣ ଆମ ଡୁମାଣୀ ଖବର ତରଫରୁ ଉପକୃତ ହେବେ ବୋଲି ପ୍ରକାଶ କରିଥିଲେ। ମୂଖ୍ୟବକ୍ତା ଡ. ସାହୁ ମୁଁ ମୋ ଗାଁକୁ ଫେରିବି ନିଜତ୍ବ ଆତ୍ମସମ୍ମାନ ରକ୍ଷା କରିବା ଭଳି ବକ୍ତବ୍ୟ ପ୍ରଦାନ କରିଥିଲେ। ଶ୍ରୀମତୀ ନଗରପାଳ ନିଜ ନିଜ ସମ୍ବାଦ ପରିବେଷଣ   ସତ୍ୟତାକୁ ନେଇ ଚଞ୍ଚଲରୁ ଅତି ଚଞ୍ଚଳ ଜନସାଧରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ମତବ୍ୟକ୍ତ କରିଥିଲେ ଠିକ୍ ସେହିପରି ଉପମୁଖ୍ୟ ଶ୍ରୀ ନନ୍ଦ ବିଭିନ୍ନ ପ୍ରକାର ଉପଦେଶ ଏବଂ ଉଦାହରଣ ସାମ୍ବାଦିକତା ଉପରେ ଆଲୋକପାତ କରିଥିଲେ। ଉପଢ଼ୌକନ ଦେଇ ପଦ୍ମଶ୍ରୀ ବିଜେତା ଶ୍ରୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ସମସ୍ତଙ୍କ ପାଇଁ ସ୍ଥାନୀୟ ଇରିଗେସନ ବଙ୍ଗଳା ଠାରେ ଲଞ୍ଚର ବ୍ୟବସ୍ଥା ହୋଇଥିଲା । ଡୁମାଣି ଟି. ଭି କଳାହାଣ୍ଡି ଜିଲ୍ଳା ପ୍ରତିନିଧି ଶ୍ରୀ ସୁଭେନ୍ଦୁ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like