-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ; ଜିଲ୍ଲାବାସୀଙ୍କୁ ଦେଲେ ୪,୭୦୩ କୋଟିର ଭେଟି

13-Feb-2023



କେନ୍ଦୁଝର: କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟିର ଭେଟି ଦେଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁଖ୍ୟମନ୍ତ୍ରୀ  ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ଅନେକ ବିକାଶ ମୂଳକ କାମର ପ୍ରକଳ୍ପର ଶୁଭାରମ୍ଭ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲା ପାଇଁ  ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପ ଘୋଷଣା କରିଛନ୍ତି । ୧୪,୩୭୨ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩୭୮ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି ।

ଆଜି ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ହେଲିପ୍ୟାଡରେ ପହଞ୍ଚି ଥିଲେ । ସେଠାରୁ ସଭାସ୍ଥଳକୁ ଯାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ଧରଣୀଧର  ମଡିକାଲ କଲେଜର ଶୁଭ ଉଦଘାଟନ କରିଥିଲେ  । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ମେଡିକାଲ୍ କଲେଜରେ ପ୍ରଥମ ବର୍ଷରେ ୧୦୦ଟି MBBS ସିଟରେ ନାମଲେଖା ହୋଇଛି।

ସୂଚନାଥାଉ କି, ୨୦୧୬ ମସିହାରେ ଏହି ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର କଲେଜରେ ୨୫ଟି ବ୍ଲକ ଓ ୧୮ଟି କୋଠା ନିର୍ମାଣ କରାଯାଇଛି ।

ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ମିଶନ୍ ଶକ୍ତିର ମା’ ମାନଙ୍କୁ ଉଦ୍ୟୋଗୀ କରିବା ସରକାରର ଲକ୍ଷ୍ୟ । ସେଥିପାଇଁ ୫ ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ରଣ ଦିଆଯାଇଛି । କେନ୍ଦୁଝରର ମିଶନ ଶକ୍ତିର ମା’ଙ୍କୁ ୩୮୦ କୋଟି ଟଙ୍କା ସହାୟତା ଦିଆଯାଇଛି ।  ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ,   ରାଜ୍ୟର ବିକାଶରେ କେନ୍ଦୁଝରର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି । କେନ୍ଦୁଝରରେ ବହୁ ମାତ୍ରରେ ଏସସି, ଏସଟି ଲୋକ ଅଛନ୍ତି । ଚାଷୀ ଭାଇ ଅଛନ୍ତି । ମିଲେଟ୍ ମିଶନରେ ଭଲ କାମ କରି ଆମ କେନ୍ଦୁଝରର ଚାଷୀ ଭାଇ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । କେନ୍ଦୁଝରର ବିକାଶ ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ମା’ମାନଙ୍କ କଲ୍ୟାଣଠୁ ଆରମ୍ଭ କରି ଚାଷୀ ଓ ସ୍କୁଲ ରୂପାନ୍ତର ଯୋଗାଯୋଗର ବିଭିନ୍ନ କାମ ଉପରେ ଜୋର ଦିଆଯାଇଛି ।

ଏଠି  କହିରଖିବୁ, କେନ୍ଦୁଝର ଗସ୍ତ ପୂର୍ବରୁ ଜିଲ୍ଲାକୁ ଏକ ବଡ ଭେଟି ଦେଇଥିଲେ । ଗତକାଲି କେନ୍ଦୁଝର ଧରଣୀଧର ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ  ମାନ୍ୟତା ପ୍ରଦାନ କରିଥିଲେ। ଏଥିପାଇଁ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ଓ ଫାଇଭ T ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲାବାସୀ । ଆଜି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ଧରଣୀଧର କଲେଜର ଛାତ୍ରଛାତ୍ରୀ ଏବଂ ପୁରାତନ ଛାତ୍ରଛାତ୍ରୀମାନେ ମଞ୍ଚ ଉପରେ ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଉପହାରମାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like