-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦଯାପିତ- ଗଞ୍ଜାମର ବ୍ରଜବନ୍ଧୁ ହେଲେ ଚମ୍ପିଆନ ଅଫ ଚମ୍ପିଆନ୍ସ (ବଲାଙ୍ଗିର ର କଲ୍ୟାଣି ହେଲେ ମିସ୍ ଇମ୍ପେରିଆଲ କ୍ଲାସିକ)

13-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ସ୍ଥାନୀୟ ଟାଉନ ହଲଠାରେ କଳିଙ୍ଗ ବଡି ବିଲ୍ଡିଂ ସଂଘ ଦ୍ୱାରା ଆୟୋଜିତ  ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦଯାପତି ହୋଇଯାଇଛି । ଏଥିରେ ଗଞ୍ଜାମର ବ୍ରଜବନ୍ଧୁ ସୁଆର ପୁରୁଷ ବିଭାଗରେ ଚମ୍ପିଆନ ଅଫ ଚମ୍ପିଆନ୍ସ ବିବେଚିତ ହୋଇଥିବା ବେଳେ ବଲାଙ୍ଗିର ର କଲ୍ୟାଣି ଦାସ ମିସ ଇମ୍ପେରିଆଲ କ୍ଲାସିକ ଆକ୍ଷା ଅର୍ଜନ କରିଛନ୍ତି । କେନ୍ଦ୍ରୀୟ ପୋଲିସ ବଳର କମାଣ୍ଡେନ୍ଟ ଅଫିସର ପବନ ତିୱାରି ମୁଖ୍ୟ ଅତିଥି ରୁପେ ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ ।
କଳିଙ୍ଗ ବଡି ବିଲ୍ଡିଂ ଓ ଫିଟନେସ ସଂଘର ସାଙ୍ଗଠନିକ ସଂପାଦକ ବାଳକୃଷ୍ଣ ବାଗଙ୍କ ପରିଚାଳନା ତଥା ଜିଲ୍ଲା ସଭାପତି ଗୋପାଳ ବାଗଙ୍କ ସଭାପତିତ୍ୱରେ ଆୟୋଜିତ ଏହି ପ୍ରତିଯୋଗିତାରେ ସାରା ରାଜ୍ୟରୁ ପ୍ରାୟ ୧୫୦ ପ୍ରତିଯୋଗୀ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରେ ୧୧ଟି ବର୍ଗରେ ପ୍ରତିଯୋଗିତା ହୋଇଥିଲା । ଦ୍ୱିତୀୟ ଦିନ ସକାଳୁ ସଂଘ ପକ୍ଷରୁ ପ୍ରତିଯୋଗୀମାନେ ଏକ ଶୋଭା ଯାତ୍ରାରେ ବାହାରି ସମାଜକୁ ସୁସ୍ଥ ଶରୀରର ବାର୍ତ୍ତା ଦେଇଥିଲେ । ପରେ ପରେ  ସମସ୍ତ ପ୍ରତିଯୋଗୀଙ୍କ ଓଜନ ଓ ଉଚ୍ଚତା ମାପ କରି ପୁରୁଷ ବିଭାଗରେ ୯ଟି ଭେଟରାନଙ୍କ ପାଇଁ ଗୋଟିଏ ବର୍ଗ ନିର୍ଦ୍ଧାରିତ କରାଯାଇଥିଲା । ମହିଳାମାନଙ୍କ ପାଇଁ ଫିଟନେସ ଟେଷ୍ଟ ହୋଇଥିଲା ।  ତନ୍ମଧ୍ୟରୁ  ଗଞ୍ଜାମର ବ୍ରଜବନ୍ଧୁ ସୁଆର ଚମ୍ପିଆନ ଅଫ ଚମ୍ପିଆନ, ସମ୍ବଲପୁର ର ଶଙ୍କର ମେହେର ରନର୍ସ ଅପ, ସମ୍ବଲପୁରର ଅନିଲ ବାଗ ମୋଷ୍ଟ ମସ୍କୁଲାର ଓ କଳାହାଣ୍ଡିର ଦେବେନ ନାଏକ ମୋଷ୍ଟ ଇମ୍ପେରିଆଲ  ବିବେଚିତ ହୋଇଥିଲେ । ସେହିପରି ମହିଳା ବିଭାଗରେ ବଲାଙ୍ଗିରର କଲ୍ୟାଣି ଦାସ ମିସ ଇମ୍ପେରିଆଲ ଆଖ୍ୟା ଅର୍ଜନ କରିଥିଲେ । ଉଦଯାପନି ଉତ୍ସବରେ ରାଜ୍ୟ ଟ୍ରକ ସଂଘ ସଭାପତି  ବିରେନ୍ଦ୍ର ମିଶ୍ର ସମ୍ମାନୀତ ଅତିଥି ରୁପେ ଯୋଗଦେଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉପ ସଭାପତି ଏମ କେ ସ୍ୱାଇଁ,  ଜିଲ୍ଲା ସଂପାଦକ ସନ୍ତୋଷ ମହାନ୍ତି, ସହ ସଂପାଦକ ନିଶାନ୍ତ ବହିଦାର, ଅମିତାଭ ପରିଡା, ରାକେଶ ପରିଡା, ସୌରଭ ସାହୁ, ରାଜିବ ମହାନ୍ତି, ଦେବାଶିଷ ପାତ୍ର ଓ ଦୀପୁ ସାହୁ ପ୍ରମୁଖ ସଂଘର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like