-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ପଞ୍ଚାୟତସ୍ତରୀୟ ଲୋକ ସେବା ଶିବିର

13-Feb-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଝରଣୀପାଲି ଗ୍ରାମ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଲୋକ ସେବା ଶିବିର ଅନୁଷ୍ଠିତ ହୋଇ ଯାଇଅଛି l ଉକ୍ତ ଶିବିରରେ ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ଲମ୍ବୋଦର ଧରୂଆ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ। ଦେବକୀ ସାହୁ, ବ୍ଲକ ଉପାଧ୍ୟକ୍ଷ ନିରୁପମା ପଧାନ, ତହସିଲଦାର ସୂଚିତ। ପୁଷ୍ପା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର କେରକେଟା , ଝରଣିପାଲି ସରପଞ୍ଚ ସୁନୀତା ସାହୁ, ନୁନିଆ ପାଲି ସରପଞ୍ଚ ପୁଷ୍ପାଞ୍ଜଳି ସାହୁ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି ଅବସରରେ ଝରଣୀପାଲି ସରପଞ୍ଚ ସୁନୀତା ସାହୁଙ୍କ ଅଧ୍ୟକ୍ଷତା ରେ ସଭା ପରିଚାଳିତ ହୋଇଥିଲା l ମଞ୍ଚକୁ ସରୋଜ ମହାକୁର ସଂଯୋଜନା କରିଥିଲେ । ଏହି ଶିବିରରେ 170 ଜଣ ରେଜିଷ୍ଟିଭୁକ୍ତ ଅଭିଯୋଗ କାରି ଓ 40 ଜଣ ବିନା ରେଜିଷ୍ଟି କାରି ଙ୍କ ଅଭିଯୋଗକୁ ଜନ ଶୁଣାଣି ଆବେଦନ କାରି ଙ୍କ ବିଚାର କରାଯାଇ ଥିଲା ।ଏହି ଶିବିରରେ ଭିନ୍ନକ୍ଷମ, ବିଭିନ୍ନ ଜାତିର ବିବାହ ପୁଅ ଝିଅଙ୍କୁ 2ଲକ୍ଷ୍ୟ 50ହଜାର ସରକାରୀ ସହାୟତା ରାଶି ର ଚେକ୍ ପ୍ରଦାନ କରାଯାଇ ଥିଲା l  ବାଲ୍ୟ ବିବାହକୁ ସଂସ୍କୃତିକୁ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ବୁଝା ଯାଇ ଥିଲା । ଶିବିରରେ ଭତ୍ତା, ଶିକ୍ଷା, ସ୍ବାସ୍ଥ୍ୟ , ଗମନାଗମନ, ଉନୟନ, ଶିଶୁ ବିକlଶ ପ୍ରକଳ୍ପ ତଥା ବିଭିନ୍ନ ଅଭିଯୋଗର ଶୁଣାଣି କରାଯାଇ ଥିଲା ।ଏହି ଶୁଣାଣିରେ ପି ଇ ଓ ମାନେ ନିଜ ଗ୍ରାମ ପଞ୍ଚାୟତରେ ଅନିୟମିତତା କାର୍ଯ ତଥା ପ୍ରତି ମାସରେ ବୈଠକ , ଉନ୍ନୟନ କାର୍ଯ୍ୟ ତୁଲାଉ ନ ଥିବାରୁ ଉପାଧ୍ୟାକ୍ଷା କ୍ଷୋଭ ପ୍ରକାଶ କରି ଥିଲେ l ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like