-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନର ନିଆରା ପ୍ରତିଯୋଗିତା

13-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗିର ର ଅଗ୍ରଣୀ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନନ ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଏକ ନିଆରା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । କୋଶଲାଞ୍ଚଳର ଲୁପ୍ତ ପ୍ରାୟ ବେଶଭୁଷା ଆୟ ଅଳଙ୍କାର ବୃତ୍ତି ବ୍ୟବସାୟରୁ ଲୋକଲୋଚନକୁ ଆଣିବା ପାଇଁ ଏକ ପ୍ରତିଯୋଗିତା କଲେଜ ଛାତ୍ର ଛାତ୍ରୀଙ୍କ ମଧ୍ୟ ରେ ହୋଇଥିଲା । କୋଶଲି ପିିନ୍ଧନ ନାମରେ ହୋଇଥିବା ଏହି କାର୍ଯ୍ୟକ୍ରମକୁ କଳାକାର, ଦର୍ଶକ, ସଂସ୍କୃତି ପ୍ରେମୀ ତଥା ଗବେଷକଙ୍କ ମଧ୍ୟରେ ଏକ ବିଶେଷ ଆଗ୍ରହ ସୃଷ୍ଟି କରିଥିବା ଦେଖାଦେଇଥିଲା । ଜିଲ୍ଲାର ଅନେକ କଲେଜ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଏକ ନୂଆ ଅନୁଭୁତି ପାଇପାରିଥିଲେ । ଚଳିତ ବର୍ଷ ଶ୍ରୀକୋଶଲି ଭାବେ ଭୁବନେଶ୍ୱର ପ୍ରଧାନ ତଥା ସୁଶ୍ରୀ କୋଶଲି ଭାବେ ସିମା ମଲ୍ଲିକ ବିବେଦିତ ହୋଇଥିଲେ । ବିଚାରକ ଭାବେ ହରେକୃଷ୍ଣ ସାହୁ, ଯାଜ୍ଞସେନୀ ମହାପାତ୍ର ତଥା ସସ୍ମିତା ସାହୁ ଦାୟିତ୍ୱ ତୁଳାଇଥିଲେ । ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ କୋଶଲି ଲୋକ ସଂସ୍କୃତି ଗବେଷକ ଗୁରୁଶ୍ରୀ ଘାସିରାମ ମିଶ୍ର, ରସରାଜ ଅଚ୍ୟୁତ ପୁରୋହିତ, ବରିଷ୍ଠ ସାମ୍ବାଦିକ ଗୋପାଳ ପଧାନ, ବରିଷ୍ଠ ଲୋକକଳାକାର ବାସୁଦେବ ସା ପ୍ରମୁଖ ଉପସ୍ଥିତ ଥିଲେ ।

ସକାଳୁ ହୋଇଥିବା (ରିପୋଟିଂ) ପ୍ରତିଯୋଗିତାରେ ଅହିଂସା ଜୈନ ପ୍ରଥମ ହୋଇଥିବା ବେଳେ ଦ୍ୱିତୀୟ ରେ ତୃପ୍ତିମୟୀ ମହାପାତ୍ର ଏବଂ ତୃୃତୀୟ ସ୍ଥାନରେ ଆଶୁତୋଷ ପଧାନ ରହିଥିଲେ । ଏଥିରେ ବିଚାରକ ଦାୟିତ୍ୱରେ ଥିଲେ ବରିଷ୍ଠ ସାମ୍ବାଦିକ ବିରେନ୍ଦ୍ର ଝାଙ୍କର, ଚନ୍ଦ୍ରଭାନୁ ମୋଲନା ଏବଂ ଜ୍ୟୋସ୍ନାରାଣୀ ଦାଶ । ଓ ଟିଭି ପଶ୍ଚିମ ଓଡିଶା ମୁଖ୍ୟ ମନୋରଞ୍ଜନ ଯୋଷୀ ପର୍ଯ୍ୟବେକ୍ଷକ ଭାବେ ରହି ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ । ଏକ ନୃତ୍ୟ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ତନୁପ୍ରିୟା ଯାଦବ ବିଜୟୀ ଘୋଷିତ ହୋଇଥିଲେ । ଦ୍ୱିତୀୟରେ ପ୍ରୀୟଂସା ସାହୁ ଓ ତୃତୀୟରେ ହର ଜେକସନ ରହିଥିଲେ । ଦଳୀୟ ନୃତ୍ୟରେ ଅପୁ ଏବଂ ଆକାଶ ପ୍ରଥମ ତଥା ସରକାରୀ ଆଇଟିଆଇ ଛାତ୍ରବୃନ୍ଦ ଦ୍ୱିତୀୟରେ ରହିଥିଲେ । ଏଥିରେ ବିଚାରକ ଭାବେ ବିଶ୍ୱାଜିତ ଦାଶ, ଜୟ ପଟ୍ଟନାୟକ ଏବଂ ସୁଚରିତା ମିଶ୍ର ରହିଥିଲେ । ଦିନତମାନ ଅନେକ ଦର୍ଶ ଉପସ୍ଥିତ ରହି ଏଭଳି ଏକ କାର୍ଯ୍ୟକ୍ରମକୁ ଦେଖି ବେଶ ପ୍ରସଂସିତ କରିଥିଲେ । ଅନୁଷ୍ଠାନର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ ପାଣ୍ଡିଆ ଏବଂ ସଭାପତି ଶୋଭନ କୁମାର ଅଗ୍ରୱାଲ ନେତୃତ୍ୱରେ ମାହେଶ୍ୱରୀ ସଂଗଠନ ର ଉଭୟ ପୁରୁଷ ତଥା ମହିଳା ଶାଖାର ସମସ୍ତ ସଭ୍ୟସଭ୍ୟା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଆସନ୍ତା ବର୍ଷ ହେବାକୁ ଥିବା ମାହେଶ୍ୱରୀ ବାର୍ଷିକ ଉତ୍ସରେ କୃତୀ ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଇବାର ଘୋଷଣା କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like