-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବଳୟା ବିରାଟ ଧନୁଯାତ୍ରା ମହୋତ୍ସବ: କୃଷ୍ଣଙ୍କ ହସ୍ତେ କାଳିନ୍ଦ୍ରି ନାଗ ନିଧନ , କଂସ ମର୍ମାହତ

14-Feb-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ପ୍ରଥମ ବିରାଟ ଧନୁଯାତ୍ରା ମହୋତ୍ସବର ସୋମବାର ଥିଲା ସପ୍ତମ ସନ୍ଧ୍ୟା ।‌ କଂସଙ୍କ ନଗର ପରିକ୍ରମା କରିବା ସହ  ରାଜ ଦରବାର ରେ ରଙ୍ଗ ସଭା ଆୟୋଜନ ହୋଇଥିଲା। କଂସ ମହାରାଜଙ୍କ ଆଦେଶ କ୍ରମେ କମିଟି ସଭାପତି ରାଜେଶ କୁମାର ସେଠୀଙ୍କ ନେତୃତ୍ୱରେ ଅନୁଷ୍ଠିତ ରାଜସଭାରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ବୀରମହାରାଜପୁର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲ୍ଲା ପରିଷଦ (ଜୋନ-୨ ) ସଭ୍ୟା ଚନ୍ଦ୍ରକାନ୍ତି ଦନ୍ତା, ଚମ୍ପାମାଲ ପଞ୍ଚାୟତ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ, ପିତାମହୁଲ ସମିତି ସଭ୍ୟ ସୟୁନ୍ଦୁ ସାହୁ, ମୁର୍ଷୁଣ୍ଢୀ ପଞ୍ଚାୟତ ସମିତି ସଭ୍ୟା ରୀତା ଗର୍ଡିଆ, ବାଗବର ପଞ୍ଚାୟତ ସମିତି ସଭ୍ୟା ବବିତା ବାଘ, ପିତାମହୁଲ ସରପଞ୍ଚ ନମନୀ ପ୍ରଦିପ ବଢିଆ, , ସଂଗ୍ରାମପୁର ପଞ୍ଚାୟତ ସରପଞ୍ଚ ଅଳକା କର୍ମୀ   ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମହାରାଜା କଂସଙ୍କ ପ୍ରଶ୍ନ ଉତ୍ତର ରଖିଥିଲେ।  ରାଜକୀୟ ଅତିଥି ମାନଙ୍କ ପାଇଁ ରାଜ ଦରବାରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଦ୍ବିତୀୟ ରାଜସଭାରେ ସାମ୍ବାଦିକ ଶତ୍ରଘନ ମେହେର,ସନାତନ ନାଗ,‌ ଗୈାରୀଶଙ୍କର ପାଣିଗ୍ରାହୀ, ପ୍ରଦୀପ କୁମାର ରଥ,ଯୁବ ସାମ୍ବାଦିକ ବିନୋଦ ପାଣ୍ଡେ ପ୍ରମୁଖ ରାଜକୀୟ ଅତିଥି ଭାବେ ଯୋଗଦେଇ ଥିଲେ। ସାମ୍ବାଦିକ ରବିନ୍ଦ୍ର ହୋତା ସଭା ପରିଚାଳନା କରିଥିଲେ। ନାଟ୍ୟ ଅଭିନୟକ୍ରମେ କାଳିନ୍ଦ୍ରି ନାଗ ନିଧନରେ କଂସ ଶୋକରେ ମର୍ମାହତ  ଆଦି  ନାଟ୍ୟ  ଅଭିନୟ ହୋଇଥିଲା। ଶାନ୍ତି ଶୃଙ୍ଖଳା ସହ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଦର୍ଶକ ମନଭରି ଉପଭୋଗ କରୁଛନ୍ତି। ଏହି ଅବସରରେ ମୀନା ବଜାର, , ବିଭିନ୍ନ ଘରୋଇକରଣ ସାମଗ୍ରୀ ଦୋକାନ ପସରା, ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଦେଖିବାକୁ ମିଳିଛି। ସୁରକ୍ଷା ଦୃଷ୍ଟିରୁ ସୁବଳୟା ପୋଲିସ ପକ୍ଷରୁ ଗୋଟିଏ ପ୍ଳାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। କମିଟିର ସମ୍ପାଦକ ସୁଦାମ ମେହେର, ବିଶ୍ଵଜିତ ସେଠୀ,ସୁବଲ ମେହେର ଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରୁଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like