-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଆବଣ୍ଟନ ରେ ଅନିୟମିତତା ବିରୁଦ୍ଧରେଡାବୁଗାଁ ବିଜେପି ତରଫରୁ ବ୍ଲକ କାର୍ଯ୍ୟାଳୟ ଘେରାଉ

14-Feb-2023



ପ୍ରଧାନମନ୍ତ୍ରୀ ଆବାସ ଆବଣ୍ଟନ ରେ ଅନିୟମିତତା ବିରୁଦ୍ଧରେ ଡାବୁଗାଁ ବିଜେପି ସଭାପତି ଜେ ରାଜ ଶେଖର ରାଓ ଙ୍କୁ ଆହ୍ବାନ କ୍ରମେ ବ୍ଲକ ଅଫିସ ଘେରାଉ କରିଛି ଡାବୁଗାଁ ବିଜେପି। ସ୍ଥାନୀୟ ମାଁ ଠାକୁରାଣୀ ମନ୍ଦିର ରେ ପୂଜା ଅର୍ଚ୍ଚନା କରି ରାଜ୍ୟ ଆଦିବାସୀ ମୋର୍ଚ୍ଚା ସଭାପତି ତଥା  ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ , ଜିଲ୍ଲା ସଭାପତି ଜଗଦୀଶ ଚନ୍ଦ୍ର ବିଷୟୀ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ରମେଶ ସାହୁ ଓ ଗୋବିନ୍ଦ ଜୈନ, ରାଜ୍ୟ ପରିଷଦ ସଭ୍ୟ ଜୟନ୍ତ କୁମାର ପାତ୍ର, ଜିଲ୍ଲା ସାଧାରଣ ସଂପାଦକ ଗୌରୀ ମାଝୀ ପ୍ରମୁଖ ସହ ବିଜେପି କାର୍ଯ୍ୟକର୍ତ୍ତା ମାନେ ଏକ ଶୋଭାଯାତ୍ରା ଆଜି ବ୍ଲକ କାର୍ଯ୍ୟାଳୟ କୁ ଘେରାଉ କରିଥିଲେ। ବ୍ଲକ ରେ ହେଉଥିବା ଅନିୟମିତତା ପ୍ରତିବାଦରେ ଅନେକ ସମୟ ପର୍ଯ୍ୟନ୍ତ ବିଜେପି କାର୍ଯ୍ୟକର୍ତ୍ତା ଡାବୁଗାଁ ବିଡିଓ ଶରତ ମାଝୀ ଙ୍କୁ ଘେରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ସାଧାରଣ ସଂପାଦକ ମହେଶ ପାତ୍ର, ଜିଲ୍ଲା ଯୁବମୋର୍ଚ୍ଚା ପ୍ରଭାରୀ କାହ୍ନୁ ଦାଶ, ଭୀମ ଜେନା, ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ମୋହନ ଦାଶ ପୂଜାରୀ, ଜି ସତ୍ୟ ରାଓ, ଭେଙ୍କଟ ରାଓ, ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026

You Might Also Like