-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ଓଡ଼ିଶାରେ କରୋନାର ଦ୍ବିତୀୟ ଲହର ଆସିବାର ଆଶଙ୍କା ନାହିଁ : ଡାକ୍ତର ଜୟନ୍ତ ପଣ୍ତା

05-Dec-2020



(ପ୍ରେରଣା ଖବର) କଟକ: ଦେଶର ବିଭିନ୍ନ ରାଜ୍ୟରେ କରୋନାର ଦ୍ବିତୀୟ ଲହର ଦେଖାଦେଇଥିଲେ ମଧ୍ୟ ଓଡ଼ିଶାରେ ଏଭଳି କିଛି ହେବାର ଆଶଙ୍କା ନାହିଁ। କାରଣ ବର୍ତ୍ତମାନ କରୋନା ସ˚କ୍ରମଣ, ଆରୋଗ୍ୟ ଓ ମୃତ୍ୟୁ ହାରରେ ଯଥେଷ୍ଟ ହ୍ରାସ ହୋଇଛି। କରୋନାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ୮ମାସ ତଳୁ ଯେଉଁ ଉଦ୍ୟମ ହୋଇଥିଲା ସେଥିରେ ସଫଳତା ମିଳିଛି। ଆଉ କିଛି ସପ୍ତାହ ପରେ କରୋନା ଟିକା ଆସିଯବ। ତେଣୁ ଦ୍ବିତୀୟ ଲହର ପ୍ରତି ଚିନ୍ତା କରିବା ଆବଶ୍ୟକ ନାହିଁ ବୋଲି ଏସ୍‌ସିବି ମେଡିକାଲ୍‌ କଲେଜ ଓ ହସ୍‌ପିଟାଲର କୋଭିଡ୍‌ ନୋଡାଲ ଅଫିସର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ତା ସୂଚନା ଦେଇଛନ୍ତି।କରୋନା ବିରୋଧରେ ଲଢେଇ କରିବାରେ ଲୋକମାନେ ଅନେକ ତ୍ୟାଗ କରିଛନ୍ତି। ଦଶହରା, ଦୀପାବଳି, କାର୍ତ୍ତିକପୂର୍ଣ୍ଣିମା ଭଳି ଦିନମାନଙ୍କରେ ଗହଳି କରିନାହାନ୍ତି। ଯଦି ଫେବ୍ରୁଆରି ମାସ ପର୍ଯ୍ୟନ୍ତ ଏହିପରି ଭାବେ ସତର୍କତା ଅବଲମ୍ବନ କରିବା ତା’ହେଲେ କରୋନା ଦ୍ବିତୀୟ ଲହରି ପାଖ ମାଡ଼ିପାରିବନି। କରୋନା ଲଢେଇରେ ଟିକା ହେଉଛି ଶେଷ ଅସ୍ତ୍ର। ତେଣୁ ଟିକା ଆସିବା ପର୍ଯ୍ୟନ୍ତ ସମସ୍ତେ ସତର୍କ ଓ ସଚେତନ ହୋଇ ରହିବାକୁ ଡାକ୍ତର ପଣ୍ତା ଅପିଲ କରିଛନ୍ତି।ଦେଶେରେ କରୋନା ମହାମାରୀ ସ୍ଥିତି ଏବଂ ଟିକାକରଣ କାର୍ଯ୍ୟକ୍ରମ ନେଇ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଟିକା ପାଇଁ ଆଉ ବେଶୀଦିନ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଆଗାମୀ କିଛି ସପ୍ତାହ ମଧ୍ୟରେ କୋଭିଡ୍‌ ଟିକା ପ୍ରସ୍ତୁତ ହୋଇଯିବ ବୋଲି ଆମ ବୈଜ୍ଞାନିକମାନେ ଆଶା ପ୍ରକଟ କରିଛନ୍ତି। ବୈଜ୍ଞାନିକଙ୍କ ସ୍ବୀକୃତି ପରେ ଦେଶରେ ଖୁବ୍‌ ଶୀଘ୍ର ଟିକାକରଣ ଆରମ୍ଭ ହୋଇଯିବ ବୋଲି ମୋଦୀ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like