-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଦେଶରେ ନବରଙ୍ଗପୁର ଜିଲ୍ଲାର  ବାପା ପୁଅଙ୍କୁ ସ୍ଵର୍ଣ ପଦକ

14-Feb-2023



ଚଳିତ ମାସ ୧୧ ଓ ୧୨ ଫେୃଆରୀ - ରେ ଜାପାନ ର କେଶାରଜୁ, ଚିବାକାନ ସହର ଟୋକିଓ ରେ ଅନୁଷ୍ଠିତ  ଆନ୍ତର୍ଜାତୀୟ କରାଟେ ପ୍ରତିଯୋଗିତା ରେ ନବରଙ୍ଗପୁର ସହରର ଆନ୍ତର୍ଜାତୀୟ କରାଟେ ଏବଂ କୋବୁଡୁ( ଅସ୍ତ୍ରଶସ୍ତ୍ର ଚାଳନା) ର ପ୍ରଶିକ୍ଷକ ସେନ୍ସେଇ ଶରତ କୁମାର ରାଉତ ଓ ତାଙ୍କ ପୁତ୍ର ଆନ୍ତର୍ଜାତୀୟ କରାଟେ କ୍ରୀଡାବିତ୍ ଓଡ଼ିଶା ଆଦର୍ଶ ବିଦ୍ୟାଳୟ , ହିର୍ଲି , ନବରଙ୍ଗପୁର ର ଷଷ୍ଠ ଶ୍ରେଣୀ ଛାତ୍ର ସନ୍ଦୀପ

କୁମାର ରାଉତ ଉକ୍ତ ବିଶ୍ଵ କରାଟେ ପ୍ରତିଯୋଗିତାରେ ଖେଳି ବାପା ପୁଅ ର ଯୋଡ଼ି ଗୋଟିଏ ଲେଖାଏଁ ସ୍ଵର୍ଣ୍ଣ ପଦକ ଜିତି  ଜିଲ୍ଲା , ରାଜ୍ୟ ତଥା ଦେଶର ନାମ କୁ ଶୀର୍ଷ ସ୍ଥାନ ରେ ପହଞ୍ଚାଇ ପାରିଛନ୍ତି। ସନ୍ଦୀପ କୁମାର ରାଉତ ପନ୍ଦର ବର୍ଷ ରୁ କମ ବ୍ୟତିଗତ କରାଟେ କାତା ଏଭେଣ୍ଟ ରେ ଭାଗ ନେଇ ନିଜର ଦମଦାର ପ୍ରଦର୍ଶନ ଦେଖାଇ ପ୍ରଥମ ସ୍ଥାନ ସ୍ଵର୍ଣ୍ଣ ପଦକ ଜିତି ଥିବାବେଳେ , ସେଂସାଇ ଶରତ କୁମାର ରାଉତ ପଞ୍ଚାବନ ବର୍ଷ ରୁ କମ ବ୍ଲାକବେଲ୍ଟ ମାଷ୍ଟର୍ସ କାଟା ଇଭେଣ୍ଟ ରେ ନିଜର ଚମତ୍କାରିତା ଦେଖେଇ ପ୍ରଥମ ସ୍ଥାନ ଅଧିକାର କରି ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଏହି ବାପ ପୁଅ ଆନ୍ତର୍ଜାତୀୟ କରାଟେ ସ୍ଵର୍ଣ୍ଣ ପଦକ ବିଜେତା ଯୋଡ଼ିଙ୍କୁ ବିଶ୍ୱ କରାଟେ ଫେଡରସନ ର ପ୍ରତିଷ୍ଠାତା ଗ୍ରାଣ୍ଡ ମାଷ୍ଟର ନିମୁରା କେଞ୍ଜି ସାନ , ଏବଂ ସମ୍ପାଦକ  ମାସାକି କେଞ୍ଜୀ ସାନ ଏହି ବାପପୁଅ ଯୋଡ଼ି ଶେନ୍ସି ଶରତ କୁମାର ରାଉତ ଓ ସନ୍ଦୀପ କୁମାର୍ ରାଉତ ଙ୍କୁ ସ୍ଵର୍ଣ୍ଣ ପଦକ ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ।  ବିଶ୍ଵ କରାଟେ ଫେଡରସନ ର ସଭାପତି  କେ. ଭି. ମନହାରନ ଉପସ୍ଥିତ ରହି ଭାରତ ପାଇ ଗୌରବ ଆଣିଥିବାରୁ ଅଭିନନ୍ଦନ ଜଣାଇଛନ୍ତି । ଏହି ପ୍ରତିଯୋଗିତା ରେ ସେଂସେଇ ଶରତ କୁମାର ରାଉତ ଙ୍କୁ ଇଣ୍ଡିଆ ଆମ୍ବସଦର୍ ଭାବେ ନିଯୁକ୍ତି ଓ କାର୍ଯ୍ୟଭାର ଦିଆଯାଇଛି।

  ବିଦେଶରେ ନବରଙ୍ଗପୁର ଜିଲ୍ଲା ନାମ ଆଗକୁ ବଢ଼ାଇ ଥିବାରୁ ଉପସଭାପତି ଏମ. ବାଲା କୃଷ୍ଣ ରାଓ , କ୍ରୀଡ଼ା ସଂଘ ର ସହ ସମ୍ପାଦକ ତଥା ଟେଲି ଫିଲ୍ମ ନିର୍ଦେଶକ ଶ୍ରୀ ମନୋଜ କୁମାର ପଟ୍ଟନାୟକ, ଜିଲ୍ଲା ଓକିଲ ସଂଘର ସମ୍ପାଦକ ରାମ ପ୍ରସାଦ ପାତ୍ର ସମେତ ଜିଲ୍ଲାର  କ୍ରୀଡା ପ୍ରେମୀ  ଶୁଭେଚ୍ଛା ଜଣାଇଛନ୍ତି।ବିଶ୍ଵ କରାଟେ କ୍ରୀଡା ଜଗତରେ  ନବରଙ୍ଗପୁର ଜିଲ୍ଲାର ମାନସମ୍ମାନ କୁ ଏହି ବାପ ପୁଅ ବୃଦ୍ଧି କରିଥିବାରୁ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ସମ୍ବର୍ଦ୍ଧନା  କରିବା ପାଇଁ ଜିଲ୍ଲା ର  କ୍ରୀଡାବିତ ଓ ବୁଦ୍ଧିଜୀବିମାନେ ମତ ପ୍ରକାଶ କରିଛନ୍ତି।ରିପୋଟ ମିହିର ଶଙ୍କର ପାତ୍ର,ନବରଙ୍ଗପୁର


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like