-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ତରଫରୁ ନେଚର୍ କେମ୍ପ

15-Feb-2023



ବୌଦ୍ଧ(ହୃଦାନନ୍ଦ ମେହେର) - ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଇକୋକ୍ଳବ ତରଫରୁ ପ୍ରକୃତିକୁ ଜାଣିବା ଓ ତାର ସଂରକ୍ଷଣ କରିବା ପାଇଁ ଏକ ନେଚର କ୍ୟାମ୍ପ ହରଭଙ୍ଗା ବ୍ଲକର ପୁରୁଣାକଟକ ରେଞ୍ଜ ଅନ୍ତର୍ଗତ ଯାଜପୁର ସଂରକ୍ଷିତ ଜଙ୍ଗଲରେ ଅନୁଷ୍ଠିତ ହୋଇଯାଇଛି l ଇକୋ କ୍ଳବର ସଂଯୋଜକ ଅଧ୍ୟାପକ ଡ଼.ପ୍ରବୀର କୁମାର ଦାସଙ୍କ ନେତୃତ୍ୱରେ ଉଦ୍ଭିଦ ବିଜ୍ଞାନ ବିଭାଗ ର ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ଛାତ୍ରଛାତ୍ରୀ ମାନେ ଏକ ବସ ଯୋଗେ ବାରିବାଣୀ ଗ୍ରାମକୁ ଯାଇ

ସେଠାରୁ ଜଙ୍ଗଲ ମଧ୍ୟରେ ଯାତ୍ରାକରି ସମସ୍ତ ବୃକ୍ଷ ମାନଙ୍କୁ ଚିହ୍ନିବା ସହ ଔଷଧୀୟ ବୃକ୍ଷ ମାନଙ୍କୁ ପ୍ରତ୍ୟେକ୍ଷ ଭାବରେ ଚିହ୍ନଟ କରି ତାର ଗୁଣ ବିଷୟରେ ଜାଣିବା ସହ ତାର ସ୍ଥିତା ବସ୍ଥା ଅନୁଧ୍ୟାନ କରିଥିଲେ l ଜଙ୍ଗଲ ମଧ୍ୟରେ ପ୍ରାୟ ଚାରି କିଲୋମିଟର ପଦଯାତ୍ରା କରି ସେମାନେ ମଣିପୁର ସଂରକ୍ଷିତ ଜଙ୍ଗଲରେ ତାଙ୍କର ଯାତ୍ରା ଶେଷ କରିଥିଲେ l ସେହି ଜଙ୍ଗଲରେ ଜୈବ ବିଭିନ୍ନତା ଉପରେ ଗବେଷଣା କରିବା  ସହ ହର୍ବାରିୟମ ସଂଗ୍ରହ କରିଥିଲେ l ସେଠାରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସ୍ଲୋଗାନ ଓ ବୃକ୍ଷ ଚିହ୍ନିବା ସଙ୍ଗୀତ ଉପରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ରାସ୍ତାରେ ବିଭିନ୍ନ ସାପ ଓ ଜଙ୍ଗଲ ଜୀବ ମାନଙ୍କ ର ପାଦ ଚିହ୍ନ ଏବଂ ଶରୀରର ଅଂଶ ଠାବ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଶେଷଜ୍ଞ ଭାବରେ ଜଙ୍ଗଲ ଅଧିକାରୀ ଗୋବର୍ଦ୍ଧନ ମେହେର ଏବଂ ଫରେଷ୍ଟ ଗାର୍ଡ କମ୍ଭୁ ପ୍ରସାଦ ସାହୁ ଯୋଗ ଦେଇଥିଲେ l ଛାତ୍ରଛାତ୍ରୀ ମାନଙ୍କୁ ଜଙ୍ଗଲ ନିଆଁରୁ ସୁରକ୍ଷା ଏବଂ ଜଙ୍ଗଲର ସାମଗ୍ରିକ ସୁରକ୍ଷା ଉପରେ ତାଲିମ ପ୍ରଦାନ କରାଯାଇଥିଲା l ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଅମ୍ରିତା ମହାପାତ୍ର ଏଥିରେ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l ବାରିବେଣୀ ଓ ମଣିପୁର ବନ ସଂରକ୍ଷଣ ସମିତିର ସଦସ୍ୟ ମାନେ ଏହି କାର୍ଯ୍ୟକ୍ରମରେ ବହୁତ ସହଯୋଗ କରିଥିଲେ l ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଦ୍ଵାରା ପରିଚାଳିତ ପରିବେଶ  ଶିକ୍ଷାକେନ୍ଦ୍ର ଏହି ମେଚର କ୍ୟାମ୍ପ କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like