-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||     

HOME   ଜିଲ୍ଲା

ଦେହରେ ଗରମ ତୋରାଣି ପଡି ଶିଶୁ କନ୍ୟା ଗୁରୁତର

15-Feb-2023



ବଲାଙ୍ଗିର /ଟିଟିଲାଗଡ଼ (ପ୍ରେରଣା ଖବର) ଦେହରେ ଗରମ ତୋରାଣି ପଡି ଶିଶୁ କନ୍ୟା ଗୁରୁତର, ଏପରି କିଛି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବ୍ଲକ ଲିମ୍ ପଡା ଗାଁ ରେ l ସୂଚନାରୁ ପ୍ରକାଶ ଯେ, ଆଜି ସକାଳେ ଏହି ଗାଁ ର ମାହିରl ଭୋଇ ନlମଜ  ଜନେ ଏକ ବର୍ଷିୟା ଶିଶୁ କନ୍ୟା ଘରେ ଖେଳୁଥିବା ବେଳେ ଗରମ ତୋରାଣି ସଂସ୍ପର୍ଶରେ ଆସି ଯାଇଥିଲା l  କୋମଳ ଦେହରେ ଗରମ ତୋରାଣି
 ପଡି ଶିଶୁ ର ଦେହ ସାରା ପୋଡି ଯାଇଛି l ବାପା ମାଁ ଙ୍କ ସାମାନ୍ୟ ଅବହେଳା ଯୋଗୁଁ ଶିଶୁ ର କଷ୍ଟ ଭୋଗିବାର ଦ୍ରୁଶ୍ୟ ବେଶ୍ ହୃଦୟ ବିଦାରକ ଥିଲା l ଗୁରୁତର ଅବସ୍ଥାରେ ଶିଶୁ କୁ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲର ବୋର୍ଣ୍ଣ ୟୁନିଟ୍ ରେ
ଭର୍ତି କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026

You Might Also Like