-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

‘ସମ୍ବାଦ ଆମ ଓଡିଶା’ ଓ ହମାରେ ପଡୋସି ରୋଡ ନମ୍ବର ୩ ପକ୍ଷରୁ ରକ୍ତଦାନ ଶିବିର କଂଟାବାଞ୍ଜିରେ ୨୫ ଦମ୍ପତି କଲେ ରକ୍ତଦାନ

15-Feb-2023



ତୁରେକେଲା(, ଆନନ୍ଦ ମୋଟେ) ଫେବୃଆରି ୧୪ ପ୍ରେମ ଦିବସ । ଚାରି ଆଡେ ପ୍ରେମ ଦିବସ ଧୁମଧାମ ରେ ପାଳନ କରାଯାଇଛି । ଏହି  ଦିନକୁ ସ୍ମରଣୀୟ କରିବା କୁ କିଏ ତାରକା ହୋଟେଲ ରେ ନିଜ ବାନ୍ଧବି ସହ ସମୟ ବିତାଉଛି ତ ଆଉ କିଏ ପାର୍କ, ସିନେମା ହଲରେ ସମୟ ବିତାଇ ଏହି ଦିନକୁ ପାଳନ କରୁଛି । ହେଲେ କଂଟାବାଞ୍ଜି ସହରେ ରେ ନିଆରା ଢଂଗରେ ପାଳନ କରାଯାଇଛି ପ୍ରେମ ଦିବସ । କଂଟାବାଞ୍ଜି ସହରସ୍ଥିତ ହରିଭବନ

ଠାରେ ‘ସମ୍ବାଦ ଆମ ଓଡିଶା’ ଓ ହମାରେ ପଡୋସି ରୋଡ ନମ୍ବର ୩ ପକ୍ଷରୁ ରୋଡ ଏହି ଦିନକୁ ନିଆରା ଢଂଗରେ ପାଳନ କରାଯାଇଛି  । ଏହି ଦିବସ ଉପଲକ୍ଷେ ଏକରକ୍ତ ଦାନ ଶିବିର ଆୟୋଜନ କରାଯାଇଛି । ଶିବିର ରେ ସ୍ୱାମୀ ସ୍ତ୍ରୀ ସହ ପ୍ରେମି ଯୁଗଲ ମାନେ ସ୍ୱଇଚ୍ଛା ରେ ରକ୍ତଦାନ କରୁଛନ୍ତି । ପ୍ରାୟ ୨୫ ଦମ୍ପତି ରକ୍ତଦନ କରିବା ସହ ସ୍ଵେଚ୍ଛାକୃତ ଭାବେ ଯୁବକ ମାନେ ମଧ୍ୟ ରାଜତଦନ କରିଥିଲେ ଏମିତି କିଛି ବ୍ୟକ୍ତିକ୍ତ ରକ୍ତଦେବାକୁ ଆସିଥିଲେ ଯାହାଙ୍କ ବୟସ ୫୦ କିନ୍ତୁ ସେମାନେ ଜୀବନରେ ପ୍ରଥମ ଥର ରକ୍ତଦାନ କରିଛନ୍ତି । କଲିକତା ର ଜଣେ ଝିଅ କଣ୍ଟାବାଞ୍ଜି ନିଜର କୌଣସି କାମରେ ଆସି ହରିଭବନ ରେ ରହୁଥିବା ବେଳେ ଏଭଳି କାର୍ଯ୍ୟକ୍ରମ ଦେଖି ରକ୍ତଦାନ କରିବାକୁ ଇଚ୍ଛା କରି ରକ୍ତଦାନ କରିଥିଲେ । ଆଜିର ରକ୍ତଦାନ ଶିବିରରେ ୭୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ମେଡିକାଲ ଅଫିସର ଡାକ୍ତର ଏସ.ପି.ଡି. ପଣ୍ଡା ଏବଂ ତାଙ୍କ ସ୍ତ୍ରୀ ରଶ୍ମିତା ପଣ୍ଡା ଯୋଗ 

ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ଡାକ୍ତର ସଚିନ ମେହେର ଏବଂ ତାଙ୍କ ସ୍ତ୍ରୀ ଡାକ୍ତର ଶ୍ଵେତା ମେହେର  ଯୋଗ ଦେଇ ରକ୍ତଦତ ମାନଙ୍କୁ ଉତ୍ସାହିତ କରିଥିଲେ । ଏଭଳି କାର୍ଯ୍ୟକ୍ରମ ଏମିତି ଆଗକୁ ମଧ୍ୟ ଜାରି ରହୁ , ପ୍ରେମ ଦିବସକୁ ଏଭଳି ଢଙ୍ଗରେ ପାଳନ କରିବା ନିହାତି ଭାବେ ଅନ୍ୟ ମାନଙ୍କୁ ପ୍ରେରଣା  ଦେବ ଏବଂ ଅନ୍ୟ ମାନେ ମଧ୍ୟ ଏଭଳି ରକ୍ତଦାନ ଦିବସ ପାଳନ କରିବେ ଯାହା ଦ୍ଵାରା ଜଣେ ରାଗି ଯାହାଯୁ ରକ୍ତ ଲାଗୁଛି ତାର ମୂହରେ ହସ ଫୁଟାଇବ ବୋଲି କହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like