-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀଙ୍କୁ ପାଠପଢାକୁ ନେଇ ବୋଝ ଦେବା ଉଚିତ ନୁହେଁ 

15-Feb-2023



ଗୁଡ଼ଭେଲା (ପଞ୍ଚାନନ ନାଏକ) ଛାତ୍ରଛାତ୍ରୀଙ୍କୁ ପାଠପଢାକୁ ନେଇ ବୋଝ ଦେବା ଉଚିତ ନୁହେଁ । ମନୁଷ୍ଯ ଗଢିବା କାରଖାନା ବିଦ୍ୟାଳୟ ଗୁଡିକ । ଶିକ୍ଷକମାନେ ଶିଳ୍ପୀ ବୋଳି ମତ ରଖିଥିଲେ ମଙ୍ଗଳବାର ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲାବ୍ଳକ ଅନ୍ତର୍ଗତ ସମରା ଗ୍ରାମ ସ୍ଥିତ ରେ ଇଣ୍ଟରନେସନାଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବରେ। ଏହି ଉତ୍ସବରେ ଗୁଡ଼ଭେଲାବ୍ଳକ ବିଡିଓ ଗୁରେଶ୍ବର ଭୋଇ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୁଇଁତଳା ବୀଣାପାଣି ସଦର ଏମଡି ଅଶୋକମେହେର ମୁଖ୍ଯବକ୍ତା ଭାବେ ଯୋଗଦେଇଥିଲେ।

ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ  ଜୟଶ୍ବାଳ ଓ ବ୍ଳକ ଅତିରିକ୍ତ ଯନ୍ତ୍ରୀ ଅମିତ ମୁର୍ମୁ  ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦିନେଶ ସାହୁ ସଭାପତିତ୍ବ କରିଥିବା ବେଳେ ଶିକ୍ଷୟତ୍ରୀ ପ୍ରଜ୍ଞା ମିଶ୍ର ସ୍ବାଗତ ଭାଷଣ ଓ ମଞ୍ଚ ପରିଚାଳନା କରିଥିଲେ।ବିଦ୍ୟାଳୟ ଏମଡି ଦୁର୍ଗାପ୍ରସାଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।  ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କୃତ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିବା ବେଳେ ଛାତ୍ରଛାତ୍ରୀଙ୍କ ଦ୍ବାରା ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026

You Might Also Like