-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଅପରାଧ

୧୭ କେଜି ଗଞ୍ଜେଇ ଜବତ / ୩ ଗିରଫ 

15-Feb-2023



ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ବିଭିନ୍ନ ସ୍ଥାନରୁ ୧୭ କେଜି ଗଞ୍ଜେଇ ଜବତ କରିବା ସହ ୩ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ  ଜୟଧର ସୁନା , ରାଜେଶ ସୁନା, ଓ ଜୟସିଂ ଯାଦବ ବୋଲି ଜଣାପଡିଛି ।  କୋର୍ଟ ରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଅବକାରୀ  ଉପ ନିରୀକ୍ଷକ ସତ୍ୟନାରାୟଣ ଦାସ ଙ୍କ ଠାରୁ ଜଣାପଡିଛି । ସୂଚନା ଅନୁସାରେ ଗତକାଲି ଅବକାରୀ ବିଭାଗର   ଦୁଇଟି ଟିମ୍   ଲାଠୋର ଥାନା ଅଧୀନରେ ଥିବା ଝାକ୍ରିପାଲି  ଅଞ୍ଚଳରେ ପେଟ୍ରୋଲିଂ କରୁଥିଲେ । ଠିକ ଏହି ସମୟରେ ଏକ   ଫେସନ ଫ୍ଳସ ବାଇକ୍ ଯୋଗେ  ଦୁଇ ଜଣ ଯୁବକ ମଝିରେ ଏକ ଭର୍ତ୍ତି ଥିବା  ଜରିବସ୍ତା ଧରି ସେହି ରାସ୍ତା ଦେଇ ଦ୍ରୃତ ଗତି ରେ ଯାଇଥିଲେ ।  ଅବକାରୀ ବିଭାଗ ସନ୍ଦେହ କରି ସେମାନଙ୍କୁ ପିଚ୍ଛା କରିଥିଲା । କିଛି ବାଟ ପିଚ୍ଛା କରିବା ପରେ ସେମାନଙ୍କୁ ଅଟକାଇବାରେ ସଫଳ ହୋଇଥିଲା ।ଯାଞ୍ଚ ସମୟରେ ବାଇକ୍ ରେ ଥିବା ଜୟଧର ସୁନା ଓ ରାଜେଶ ସୁନା ଧରି ଥିବା ଜରିବସ୍ତା ରୁ ଗଞ୍ଜେଇ ବାହାରି ଥିଲା । ଅନୁରୂପ ଭାବରେ ସେହି ରାସ୍ତା ର ଅନୀତ ଦୂରରେ ଥିବା  ଜଣେ ଯୁବକ ମଧ୍ୟ ଏକ ଅଧା ଜରି ଭର୍ତ୍ତି ଥିବା ବସ୍ତା ଧରି ଏକ ଗଛ ମୂଳେ ଅଟକି ରହିଥିଲା ।  ଅବକାରୀ ବିଭାଗର ସନ୍ଦେହ ହେବାରୁ ଉକ୍ତ ଯୁବକ ଙ୍କୁ ମଧ୍ୟ ପଚାରା ଉଚରା ପରେ ଜରିବସ୍ତା ଖୋଲି ଦେଖାଇବାକୁ କୁହାଯାଇଥିଲା । ସେହି ବସ୍ତାରେ ମଧ୍ୟ ଗଞ୍ଜେଇ ଥିବା ବିଭାଗ ଜାଣିପାରିଥଲା । ଘଟଣା ସ୍ଥଳରୁ ୩ ଜଣ  କୁ ଗିରଫ କରି ପାଟଣାଗଡ଼ ଅବକାରୀ ଉପ କାର୍ଯ୍ୟାଳୟ କୁ ଅଣାଯାଇଥିଲା । ଅଧିକ ତଦନ୍ତ ପରେ ଜୟଧର ଓ  ରାଜେଶ ଙ୍କ ଠାରୁ ୧୦ ଓ  ଜୟସିଂ ଙ୍କ ବସ୍ତା ରୁ ୭ ଗଞ୍ଜେଇ ଥିବା ଜଣାପଡିଥିଲା । ପୃଥକ୍ ପୃଥକ୍ ଭାବରେ ଦୁଇ ଟି ମାମଲା ରୁଜୁ କରି ତିନି ଜଣ ଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଅବକାରୀ ଉପନିରିକ୍ଷକ ଶ୍ରୀ ଦାସ ଙ୍କ ଠାରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like