-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଓ ସଚିବ ଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

15-Feb-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
ଗତକାଲି ମୁଖ୍ୟମନ୍ତ୍ରୀ ଓ ସଚିବଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର  ଜିଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ ନୂତନ ପେନସନ ଯୋଜନାଭୁକ୍ତ ଶିକ୍ଷକ ସଂଘ ତରଫରୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ଜରିଆରେ ଦୁଇ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି।୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକ/ ଶିକ୍ଷୟିତ୍ରୀ ମାନଙ୍କର ୬ ବର୍ଷ ଚୁକ୍ତି ଅବଧିକୁ ମୂଳ ଚାକିରି ସହ ଯୋଗ କରିବା ସହ ୬ ଗୋଟି ନୋସ୍କାଲ୍‌ ଇନ୍କ୍ରିମେଣ୍ଟ୍‌ ପ୍ରଦାନ କରିବା ତଥା  ୨୦୧୬ ରୁ ୨୦୨୨ ମଧ୍ୟ ରେ ନିଯୁକ୍ତ ପାଇଥିବା ଚୁକ୍ତି ଭିତ୍ତିକ ଶିକ୍ଷକ/ ଶିକ୍ଷୟିତ୍ରୀ ମାନଙ୍କୁ ତୁରନ୍ତ ନିୟମିତ କରିବାକୁ ଦାବି ନେଇ
ଆଜି ମୁଖ୍ୟମନ୍ତ୍ରୀ ,ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା
ଅଧିକାରୀଙ୍କ ଜରିଆରେ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ ଉକ୍ତ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲ୍ଲାର ସମସ୍ତ ହାଇସ୍କୁଲ ର ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀ
ଉକ୍ତ ଦାବି ପୂରଣ ପାଇଁ ଆଶାବାଦୀ ଅଛନ୍ତି  ।ଏହାପରେ ମଧ୍ୟ ଯଦି ସରକାର ଏହି ଦୁଇଟି ଦାବିକୁ ପୂରଣ ନକରନ୍ତି ତାହେଲେ ଆସନ୍ତା ୧୫ତାରିଖରେ ଜିଲ୍ଲାର ସମ ସ୍ତ ବିଧାୟକ/ ମନ୍ତ୍ରୀ ମାନଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଏହା ପରେମଧ୍ୟ ଯଦି ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନକରନ୍ତି ତାହେଲେ ଆସନ୍ତା ବିଧାନ ସଭାରେ ଜିଲ୍ଲା ସଂଘ ଓ ରାଜ୍ୟ ସଙ୍ଘର ସହଯୋଗିତାରେ ରାଜରାସ୍ତାକୁ ଓହ୍ଲେଇବା ପାଇଁ ବାଧ୍ୟହେବେ।ଶିକ୍ଷକ ମାନଙ୍କର ସମସ୍ୟାର ସମାଧାନ ଦିଗରେ ଯଦି ସରକାର କିଛି କାର୍ଯ୍ୟପନ୍ଥା ଗ୍ରହଣ ନକରନ୍ତି ତାହେଲେ ଆସନ୍ତା ବିଧାନ
ସଭା ଚାଲୁଥିବା ସମୟରେ ଦୁର୍ବାର ଆନ୍ଦୋଳନ ହେବ ବୋଲି ଜିଲ୍ଲା ସଂଘର ସଭାପତି ଆଶିଷ କୁମାର ନାଏକ , ସଂପାଦକ ଲାଲବାବୁ ସେଠୀ , କୋଷାଧ୍ୟକ୍ଷ ଚକାନୟନ ମେହେର ପ୍ରମୁଖ ଏକ ପ୍ରେସ ଇସ୍ତାହାର ରେ ସୂଚନା ଦେଇଛନ୍ତି।ଆଜିର ଏହି ସମାବେଶରେ ନନ୍ଦିନୀ ମହାଣା,ଜୋଲିତା ମିଶ୍ର, ସର୍ବେଶ୍ୱର ପୂଜାରୀ, ଅଜୟ ରାଉତରାୟ, ଏକାଦଶ ବରଗେଇ,ଦିଲ୍ଲୀପ ସାହୁ ପ୍ରମୁଖ ଜିଲ୍ଲାର  ବିଭିନ୍ନ ହାଇସ୍କୁଲ ର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like