-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଶାନ୍ତିର ସହର ବଲାଙ୍ଗୀର ହେଉଛି କ୍ରାଇମ୍ ର ସହର, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ବିରୁଦ୍ଧରେ ଗର୍ଜିଲା ବିଜେପି

15-Feb-2023



ବଲାଙ୍ଗୀର(ପ୍ରେରଣା ଖବର)-ଶାନ୍ତିର ସହର ବଲାଙ୍ଗୀରରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି । ଦିନ ଦ୍ୱିପହରରେ ଅପରାଧୀ ମାନେ ଅପରାଧ ଘଟାଇ ଚାଲିଛନ୍ତି କିନ୍ତୁ ଅପରାଧୀ ମାନଙ୍କୁ ଗିରଫ କରିବା ଦିଗରେ ବଲାଙ୍ଗୀର ପୋଲିସ ସଂପୂର୍ଣ୍ଣ ବିଫଳ ହୋଇଛି । ବଲାଙ୍ଗୀର ପୋଲିସର ଅପରାଗତା ଅପରାଧୀ ମାନଙ୍କୁ ସୁହାଉଛି । ତେଣୁ ପ୍ରତିଦିନ ଶାନ୍ତିର ସହର ବଲାଙ୍ଗୀରରେ ଗୁଣ୍ଡାଗର୍ଦ୍ଦି ଓ ହତ୍ୟାକାଣ୍ଡ ବଢ଼ିବାରେ ଲାଗିଛି । ବିଜେଡି ଶ।।ସନରେ ଏପରି ଅରାଜକତା ଦେଖାଦେଇଛି ଯେ ଶାସକ ଦଳର ମନ୍ତ୍ରୀଙ୍କୁ ମଧ୍ୟ ପୋଲିସ ଗୁଳିର ଶିକାର ହେବାକୁ ପଡିଛି । ଏହି କ୍ରମରେ ବଲାଙ୍ଗୀର ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୁଦ୍ଧରେ ଆଜି ବଲାଙ୍ଗୀର ଭାରତୀୟ ଜନତା ପାର୍ଟି(ବିଜେପି) ପକ୍ଷରୁ ବଲାଙ୍ଗୀର ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିଜେଡି ଶାସନରେ କେବଳ ବଲାଙ୍ଗୀର ନୁହେଁ ସାରା ରାଜ୍ୟବାସୀ ଅସୁରକ୍ଷିତ ବୋଲି ବିଜେପି ପକ୍ଷରୁ କୁହାଯିବା ସହ ବିଜେଡି ଶାସନର ଅପାରଗତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତାଫା ଦାବି କରିଛି ବିଜେପି । ଆଜି ବିଜେପିର ଜିଲ୍ଲା ସଭାପତି ଶିବାଜୀ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସଂଦେଓ, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ,ଭାରତୀ ମହାନନ୍ଦ,  ବିଜେପି ନେତ୍ରୀ ପଙ୍କଜିନୀ ପଣ୍ଡା, ଦୀନେଶ ଶର୍ମା, ପ୍ରଭାସ ପାଣିଗ୍ରାହୀ, ଅମିତ ସିଂ ନିନା, ଅନନ୍ତ ଦାସ, ପିତାମ୍ବର ଖମାରୀ, ଶିବଦତ୍ତ ମିଶ୍ର, ରଞ୍ଜିତା ପାଣିଗ୍ରାହୀ, ରଶ୍ମିରେଖା ଦାନୀ,ବନଶ୍ରୀ ଆଚାର୍ଯ୍ୟ, ଅନିମା ଦାସ, ସସ୍ମିତା ବେହେରା, ସୌଦାମିନୀ ମିଶ୍ର, ଅନିତା ମିଶ୍ର, ସୁଷମା ବେହେରା, ଗାୟତ୍ରୀ ଦାସ, ସତ୍ୟବତୀ ଗୁରୁ, ବାଳକୃଷ୍ଣ ଧାରୁଆ, ମାଧବ ସାଏ, ରାକେଶ ମିଶ୍ର, ମହେନ୍ଦ୍ର ସିଂ ଠାକୁର, ନରସିଙ୍ଗ ସିଂହ , ମୁକେଶ ଜୈନ, ଲଖଣ ବାଗ, ଅଜୟ ଶର୍ମା, ଅକ୍ଷୟ ରଣା, ନବୀନ ଜୈନ,ରାଜକିଶୋର ନାୟକ, ଅନିଲ ପାଣିଗ୍ରାହୀ,ଉମେଶ ପଟେଲ, ଅମରଜିତ ପଟେଲ, ଶଶୀ ସାହୁ, ଭୁତନାଥ ନାଏକ, ଗୌରାଙ୍ଗ ନାଏକ, ଦୀନବନ୍ଧୁ ବେହେରା, ଲେକରୁ ତ୍ରିପାଠୀ, ଗୁଣନିଧି ପଟେଲ,ଅନିଲ ଶର୍ମା, ଧର୍ମେନ୍ଦ୍ର ଅଗ୍ରୱାଲ, ବିଭାସ ଘଡ଼ାଇ, ପ୍ରେମିତ ନାଗ, କୁନା ମୁଣ୍ଡା,ଶିଶୁପାଳ ସାହୁ, ଚିନ୍ତା ମହାକୁର, ଅଜିତ ପଣ୍ଡା, ମୁନେସ ରଥ, ଦ୍ବିତିକୃଷ୍ଣ ସେଲମା,ଦାମ ସୁନା, ପ୍ରଶାନ୍ତ ଦାସ, ଅନିଲ ନାୟକ,ଆଲୋକ ନାୟକଙ୍କ ସମେତ ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଯୋଗ ଦେଇ ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବଲାଙ୍ଗୀର ଏସ୍‌ପିଙ୍କ ବିଫଳତାକୁ ଦୃଢ଼ ନିନ୍ଦା କରରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like