-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିଜେଡି ପକ୍ଷରୁ ବିଭିନ୍ନ ପଞ୍ଚାୟତ ରେ ଦାବିପତ୍ର ପ୍ରଦାନ

15-Feb-2023



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ) କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ବିଭିନ୍ନ ପଞ୍ଚାୟତ  କାର୍ଯଳୟ ରେ ବିଜେଡି ପକ୍ଷରୁ ବିଜେଡି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି।ପ୍ରଧନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ଗରିବ ପରିବାରକୁ ମୁଣ୍ଡପିଛା  ପାଞ୍ଚ କେଜି ଚାଉଳ ଯୋଗାଣ ରୁ କେନ୍ଦ୍ର ସରକାର ବଞ୍ଚିତ କରିଥିବା ନିଷ୍ପତି ବିରୋଧରେ ସର୍ଗୁଲ ମାଳପଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକ ବିଜେଡି ଯୁବ ସଭାପତି ସଙ୍ଗୀତ ଭୋଇ ଙ୍କ ନେତୃତ୍ୱରେ ପଞ୍ଚାୟତ  ସଭାପତି ସୁରେନ୍ଦ୍ର ସାହୁ ,  ପୂର୍ବତନ ସରପଞ୍ଚ ସଂଯୁକ୍ତା ସାହୁ ,ମହେନ୍ଦ୍ର ସାହୁ, ଦଇତାରୀ ସାହୁ, ଅନନ୍ତ ବାଗ ପ୍ରମୁଖ ବିଜେଡି କର୍ମୀ ଓ ଖାଉଟି ଯୋଗ ଦେଇ ଦାବିପତ୍ର ପ୍ରଦାନ କରିଥିଲେ।ସେହିପରି ରିଂଜା ପଞ୍ଚାୟତ ରେ ପଞ୍ଚାୟତ ବିଜେଡି ସଭାପତି ଗିରିଧାରୀ ମାଝୀ ଙ୍କ ନେତୃତ୍ୱରେ କର୍ମୀମାନେ ଦାବିପତ୍ର  ପ୍ରଦାନ କରିଥିବା ବେଳେ ରାଜପୁର ପଞ୍ଚାୟତ ରେ ମଧ୍ୟ ବିଜେଡି ନେତା ତଥା ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ବିଜେଡି କର୍ମୀ ସ୍ଵାଗତ ଭୋଇ ଓ ବିଜେଡି କର୍ମୀମାନେ ଦାବିପତ୍ର ପ୍ରଦାନ କରିଥିଲେ।

ରିଷିଡା ପଂଚାୟତ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେଡି ପଂଚାୟତ ସଭାପତି ନନ୍ଦକିଶୋର ରଣା ଙ୍କ ନେତୃତ୍ୱରେ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସରପଞ୍ଚ ସେବତୀ ରଣା, ଛାତ୍ର ବିଜେଡି ସଭାପତି ସଲିମ ଶେଖର ରଣା, ତ୍ରିଶଙ୍କ ରଣା, ପ୍ରେମାନନ୍ଦ ପାତ୍ର, ଅନ୍ତର୍ଯ୍ୟାମୀ ସାହୁ, ରଞ୍ଜନ ନାଏକ, ମୁକେଶ ନାଏକ, ତାରାଚନ ପୋଡ଼ ପ୍ରମୁଖ ସାମିଲ ହୋଇ ଦାବିପତ୍ର ପ୍ରଦାନ କରିଥିଲେl


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like