-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ନିଧି ସାଗର ବିଦ୍ୟାପୀଠ ବାର୍ଷିକୋତ୍ସବ ପାଳନ 5ମ ଗୁରୁ ଟେକ୍ନୋଲୋଜି ଯୋଗୁଁ ଗାଁରେ ଆଜି ବଡ କ୍ୟାରିଅର ତିଆରି ସମ୍ଭବ

15-Feb-2023



ବଲାଙ୍ଗୀର(ପ୍ରେରଣା ଖବର) ପୁଇଁତଲା ବ୍ଳକ ଅନ୍ତର୍ଗତ ବୁବେଲ ସ୍ଥିତ ନିଧିସାଗର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ମୁଖ୍ଯ ଅତିଥି ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ, ପ୍ରଧାନ ଶିକ୍ଷୟତ୍ରୀ ଗିରିଜା ବାଙ୍କି ଓ ଅନ୍ଯ ଅତିଥି ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର  ଶୁଭାରମ୍ଭ କରିଥିଲେ। ଏ ଅବସରରେ ପ୍ରଧାନ ଶିକ୍ଷୟତ୍ରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ଜିଲ୍ଲା

ଶାରିରୀକ ଶିକ୍ଷା ନିରୀକ୍ଷକ, ସୋନପୁର ଦୁର୍ଯ୍ୟୋଧନ ରାଉତ୍ ମୁଖ୍ଯବକ୍ତା ଭାବରେ ଯୋଗଦାନ କରିଥିବା ବେଳେ ପୁଇଁତଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ସରୋଜ ପଧାନ, ଅବସରପ୍ରାପ୍ତ ଶିକ୍ଷକ ଅଶୋକ କୁମାର ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ମୁଖ୍ଯବକ୍ତା ଶିକ୍ଷକ,ଛାତ୍ର ଓ ଅଭିଭାବକଙ୍କ ସଂପର୍କ ଓ ନୀତି ନୈତିକତା ଉପରେ ଆଲୋକପାତ କରିଥିଲେ। ବିଧାୟକ ମହାଲିଙ୍ଗ ଡିଜିଟାଲ ଯୁଗର ଅନ୍ୟତମ ଗୁରୁ ଟେକ୍ନୋଲୋଜି ବ୍ୟବହାର କରି କ୍ୟାରିଅର ଗଠନ ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଅଧ୍ୟକ୍ଷ ପଧାନ ବାର୍ଷିକୋତ୍ସବର ଲକ୍ଷ୍ୟ ଉଦ୍ଦେଶ୍ଯ ବିଷୟରେ ମତାମତ ରଖି ଦେଶ ଗଠନ ଉଦ୍ଦେଶ୍ଯରେ ଛାତ୍ରଛାତ୍ରୀଙ୍କୁ ଶପଥପାଠ କରାଇଥିଲେ। ପ୍ରାରମ୍ଭରେ ଏହି ବିଦ୍ୟାଳୟ ଆରମ୍ଭରୁ ଶିକ୍ଷକତା ଆରମ୍ଭ କରି ଏହିଠାରେ ଅବସର ଗ୍ରହଣ କରିଥିବା ଶିକ୍ଷକ ଅଶୋକ କୁମାର ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେ ବିଦ୍ୟାଳୟ ଆରମ୍ଭ ସମୟର ସଂଘର୍ଷର କିଛି ଅନୁଭୂତି କହିବା ସହ ଦିବଙ୍ଗତ ପ୍ରତିଷ୍ଠାତା ସଦସ୍ଯଙ୍କ ତ୍ଯାଗ,ନିଷ୍ଠା ଓ ଉଦ୍ୟମର ସ୍ମୃତିଚାରଣ କରିଥିଲେ। ଅବସରପ୍ରାପ୍ତ ଶିକ୍ଷକ ଭଗବାନ ମିଶ୍ର ଚାଳ ଛପର ଘରୁ ଆରମ୍ଭ ହୋଇଥିବା ଶିକ୍ଷାନୁଷ୍ଠାନ ଆଜି ଏ ଅଞ୍ଚଳର ପ୍ରଗତିର ମାଇଲଖୁଣ୍ଟ। ଏହାର ବିକାଶ ପାଇଁ ସମସ୍ତଙ୍କ ଗଠନମୂଳକ ସହଯୋଗ ଆବଶ୍ୟକ ବୋଲି କହିଥିଲେ। ପୂର୍ବରୁ

ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯିବା ସହ ଛାତ୍ରଛାତ୍ରୀମାନେ ନାଚ ଗୀତ ଇତ୍ୟାଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏସଏମସି ସଭାପତି ଜୟଦେବ ନାଏକ, ଅବସରପ୍ରାପ୍ତ ଶିକ୍ଷକ ସୁରୁ ବାଗ, ପ୍ରତିଷ୍ଠାତା ସଦସ୍ଯ ବୀରସିଂହ ଦୀପ ମଞାସୀନ ଥିଲେ। କାର୍ଯ୍ୟକ୍ରମ ଆୟୋଜନରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଏସଏମସି ସଦସ୍ଯ ସଦସ୍ୟା ସହଯୋଗ କରି ବିଭିନ୍ନ ଦାୟିତ୍ବ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like