-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଜିଲ୍ଲା

ଜଙ୍ଗଲ ପୋଡିକୁ ରୋକିବା ପାଇଁ ପଦକ୍ଷେପ, ବନ ବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

15-Feb-2023



ବଲାଙ୍ଗୀର// ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଥିବା ଜଙ୍ଗଲ ଗୁଡିକରେ ନିଆଁ ଲାଗି ଜଙ୍ଗଲ ଧ୍ୱଂସ ହେବା ସହ ଜଙ୍ଗଲର ଅମୂଲ୍ୟ ସଂପଦ ନଷ୍ଟ ହେଉଛି । ଏଥିଯୋଗୁଁ ବିରଳ ପ୍ରଜାତିର ଜୀବଜନ୍ତୁ ମଧ୍ୟ ଲୋପ ପାଇବାକୁ ବସୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜି ବଲାଙ୍ଗୀର ସଦର ବ୍ଲକ ଖର୍ଲିକାନି ଠାରେ ବଲାଙ୍ଗୀର ବନ ବିଭାଗ ପକ୍ଷରୁ ଜଙ୍ଗଲ ନିଆଁ ଦାଉରୁ ଜଙ୍ଗଲ ଧ୍ୱଂସକୁ ରୋକିବା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୁମ୍ଭାରୀର ପ୍ରତିଭା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଏକ ସଚେତନତାଧର୍ମୀ ପଥପ୍ରାନ୍ତ ନାଟକ ପ୍ରଦର୍ଶିତ ହୋଇଥିଲା । ଡେପୁଟି ରେଂଜର ସୁନୀଲ କୁମାର ମିଶ୍ର, ଫରେଷ୍ଟର ରାଜେଶ୍ୱରୀ ମହାକୁର, ଫରେଷ୍ଟ ଗାର୍ଡ ରାଜେଶ୍ୱରୀ ନାଗ,ସୁକାନ୍ତି ସରାଫ ଓ ଶୁଭଶ୍ମିତା ମେହେରଙ୍କ ପ୍ରତ୍ୟକ୍ଷ ତତତ୍ୱାବଧାନରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମକୁ ଗ୍ରାମବାସୀ ଉପଭୋଗ କରିାବା ସହ ଜଙ୍ଗଲରେ ନିଆଁ ନ ଲଗାଇବାକୁ ଶପଥ ନେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like