-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

୭ପ୍ରମୁଖ ଦାବିନେଇ ଶ୍ରୀଗଣେଶ ଚାଷୀ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

15-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ)ହୀରାକୁଦ ଜଳସେଚିତ ବିନିକା ଅଞ୍ଚଳର ଚାଷୀମାନେ ତାଙ୍କର ହକ ଦାବୀ   ପ୍ରତି ପ୍ରଶାସନିକ ସ୍ତର ଅଣଦେଖା କରୁଥିବା ବେଳେ ଚାଷ ଓ ଚାଷୀ ସମସ୍ୟା ଏଠାରେ ଲାଗି ରହୁଛି । ଏହାର ସମାଧାନ ପାଇଁ ଆଜି  ଶ୍ରୀଗଣେଶ କୃଷକ ସଂଘର ସଭାପତି ଅଜିତ କୁମାର ପଣ୍ଡାଙ୍କ ନେତୃତ୍ୱରେ ସଂଘର ସମ୍ପାଦକ ଆଶିଷ କୁମାର ମଲ୍ଲିକ,ଆବାହକ ଦେବାଶିଷ ଦାଶ,ଅଞ୍ଚଳର ଜଣାଶୁଣା ଚାଷୀ ସଚ୍ଚିଦାନନ୍ଦ ପଧାନ,ପ୍ରମୋଦ ପଣ୍ଡା,ରମେଶ ଦାଶ,ପଞ୍ଚାନନ ବାବୁ,ନାରାୟଣ ପାଢ଼ୀ,ଲକ୍ଷ୍ମୀ ନାରାୟଣ ପୂଜାରୀ,ଗୋବିନ୍ଦ ଦଣ୍ଡସନା,ବରୁଣ ମହାନ୍ତି,ଜିଲ୍ଲା ସଭାପତି ବୈକୁଣ୍ଠନାଥ ଶତପଥୀ,ପ୍ରଦୀପ ,ଉଲୁଣ୍ଡା ନରେନ୍ଦ୍ର ଆଚାର୍ଯ୍ୟ,ତରଭା ର ମିତ୍ର ବନ୍ତ ମିଶ୍ର,ଅତାବିରା ର ବିରେନ୍ଦ୍ର କର ପ୍ରମୁଖଙ୍କ ସମେତ ବହୁ ଚାଷୀ ତହସିଲ କାର୍ଯ୍ୟାଳୟ କୁ ଆସି ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ୭ଦଫା ଦାବିପତ୍ର ପ୍ରଦାନ କରିଛନ୍ତି । ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତ ଯେ ମେ ୧୫ତାରିଖ ସୁଦ୍ଧା କେନାଲ ଯୋଗେ ନିୟମିତ ଭାବରେ ପାଣି ଦେବାକୁ ଦାବି, ନନ୍ଦନମାଲ ଠାରେ ଥିବା ଗୁଣସାଗର କଟାରେ ଏକ ବୃହତ ଜଳ ସଂରକ୍ଷଣ ପ୍ରକଳ୍ପ ନିର୍ମାଣ କରାଯାଇ ଚୌକିଯୋରକୁ ଚିରସ୍ରୋତା କରିବାକୁ ଦାବୀ,ଟାଟା ପାୱାରର ଅନୈତିକ ବିଲ ବୃଦ୍ଧିକୁ ବିରୋଧ କରାଯିବା ସାଂଗକୁ ଉଠା ଜଳସେଚନ ପଏଣ୍ଟ ଗୁଡିକରେ ଥିବା ବକେୟା ବିଲ କୁ ସମ୍ପୁର୍ଣ୍ଣ ଛାଡ କରାଯାଉ ଏବଂ ଫ୍ରି ବିଦ୍ୟୁତ ସେବାର ବ୍ୟବସ୍,ୟୁରିଆ ସାରର ଦାମ ସରକାରୀ ମୂଲ୍ୟ ଠାରୁ ଢେର ଅଧିକ ଦାମ ୫୦୦ରୁ ୭୫୦ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିବାରୁ ଚାଷୀ ତଳିତଳାନ୍ତ ହେଉଛି ।ତେଣୁ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଚାଷୀଙ୍କୁ ସାର ଦିଆଯାଉ,ଚଳିତ ରବି ଋତୁରେ ବିଳମ୍ବିତ ଚାଷ ଯୋଗୁଁ ଧାନ ଅମଳ ଓ ବିକ୍ରି ସମୟରେ ମଣ୍ଡିରେ ଧାନର ସୁରକ୍ଷା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଉ,ଅନ୍ଧାରୀ ବାଞ୍ଜି ଦିଷ୍ଟ୍ରିବ୍ୟୁଟର ରେ ଅପଚୟ ଜଳରେ ଚାଷ କରୁଥିବା ଚାଷୀଙ୍କ ଧାନକୁ ବିକ୍ରି ବ୍ୟବସ୍ଥା,ବିନିକା ବିଜ୍ଞାପିତ ପରିଷଦ ଅଞ୍ଚଳରେ ଗାଈ ଗୋରୁ ଙ୍କ ଯୋଗୁଁ ନଷ୍ଟ ହେଉଥିବା ଚାଷର ସମାଧାନ ଓ ସ୍ଥାୟୀ ପ୍ରତିକାର କରାଯାଉ  ଆଦି ଦାବି ରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like