-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||     

HOME   ଜିଲ୍ଲା

କଂସ ବଧ ସହ ଉଦଯାପିତ ହେଲା ସୁବଳୟା ବିରାଟ ଧନୁଯାତ୍ରା ମହୋତ୍ସବ

16-Feb-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ୯ ଦିନ ବ୍ୟାପି  ବିରାଟ ଧନୁଯାତ୍ରା ମହୋତ୍ସବର ବୁଧବାର ବିଳମ୍ବିତ ରାତିରେ ଉଦଯାପିତ ହୋଇଯାଇଛି ।‌ କଂସଙ୍କ ନଗର ପରିକ୍ରମା କରିବା ସହ  ରାଜ ଦରବାରରେ ରଙ୍ଗ ସଭା ଆୟୋଜନ ହୋଇଥିଲା। କଂସ ମହାରାଜଙ୍କ ଆଦେଶ କ୍ରମେ କମିଟି ସଭାପତି ରାଜେଶ କୁମାର ସେଠୀଙ୍କ ନେତୃତ୍ୱରେ ଅନୁଷ୍ଠିତ ରାଜସଭାରେ ପ୍ରଥମ ପର୍ଯ୍ୟାୟରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ  ରାଜଗୋପାଲ ପାଣିଗ୍ରାହୀ, ରଘୁବିର ପାଣିଗ୍ରାହୀ, ଉଫୁଲା ସରପଞ୍ଚ ତଥା ସରପଞ୍ଚ ସଂଘର ସଭାପତି ଶ୍ରୀୟା କର୍ମୀ, ସୁବଳୟା ସରପଞ୍ଚ ପ୍ରମୋଦ ପୁରୋହିତ, ମୁର୍ଷୁଣ୍ଢୀ ସରପଞ୍ଚ ତଥା ଆଇନଜୀବୀ ମନୋଜ ସାହୁ , ସମାଜସେବୀ ସପନ ପଧାନ,  ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବିଜେପି ନେତା ଇଂ ରଘୁନାଥ ଜଗଦଲା, ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଆନନ୍ଦ‌ ବାରିକ , ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନଲନୀ ପଣ୍ଡା, ବିଜେପି ଯୁବନେତା ଶରତ କୁମାର ମିଶ୍ର,  ମହାରାଜା କଂସଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ।  ରାଜକୀୟ ଅତିଥି ମାନଙ୍କ ପାଇଁ ରାଜ ଦରବାରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।   ନାଟ୍ୟ ଅଭିନୟକ୍ରମେ କୃଷ୍ଣ ବଳରାମଙ୍କୁ ନେଇ ଅକ୍ରୃରଙ୍କ ଗୋପପୁର ପ୍ରବେଶ, କୃଷ୍ଣଙ୍କ ନିକଟରେ କଂସର ମହାମନ୍ତ୍ରୀ ଶକ୍ରାଜିତ ଶ୍ରୀକୃଷ୍ଣଙ୍କ ନିକଟରେ ଶରଣାଗତ ଏବଂ ଶେଷକୁ କଂସବଧ ନାଟକ ମଞ୍ଚସ୍ଥ ହେଉଥିଲା। କଂସ ଭୂମିକାରେ ଶୁଶିଲ ମେହେର ନିଖୁଣ ଅଭିନୟ କରି ଦର୍ଶକଙ୍କୁ ବାନ୍ଧି ରଖିଥିଲା। ଶାନ୍ତି ଶୃଙ୍ଖଳା ସହ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ବହୁ ସଂଖ୍ୟକ ଦର୍ଶକ ମନଭରି ଉପଭୋଗ କରିଥିଲେ। ସୁରକ୍ଷା ଦୃଷ୍ଟିରୁ ସୁବଳୟା ପୋଲିସ ପକ୍ଷରୁ ଗୋଟିଏ ପ୍ଳାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। କମିଟିର ସମ୍ପାଦକ ସୁଦାମ ମେହେରଙ୍କ, ବିଶ୍ଵଜିତ ସେଠୀ, ସୁବଳ ମେହେର ସହ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   22-Jul-2026
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026
  ଜିଲ୍ଲା  
ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   22-Jul-2026

You Might Also Like