-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||     

HOME   ଜିଲ୍ଲା

ସାଲେଭଟା ଅନ୍ତର୍ଗତ ଗାଇଖାଇ ଡ୍ୟାମ ରେ ପର୍ଯ୍ୟଟନ ସ୍ଥଳୀର ଶିଳାନ୍ୟାସ

16-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଆଗଲପୁର ବ୍ଲକ ସାଲେଭଟା ଅନ୍ତର୍ଗତ ଗାଇଖାଇ ଡ୍ୟାମ ରେ ପର୍ଯ୍ୟଟନ ସ୍ଥଳୀର ଶିଳାନ୍ୟାସ କରାଯାଇଛି l ପ୍ରଥମେ ପୂଜାର୍ଚ୍ଚନା କରି ନଡ଼ିଆ ଭାଙ୍ଗି ଶୁଭାରମ୍ଭ କରାଯାଇଥିଲା l ଏହି ଶିଳାନ୍ୟାସ କାର୍ଯକ୍ରମକୁ ମୁଖ୍ୟଅତିଥି ଭାବରେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ ଓ ଜିଲ୍ଲା ବନାଞ୍ଚଳ ଅଧିକାରୀ ନୀତିଶ କୁମାର ଉପସ୍ଥିତ ରହି ସମସ୍ତ କାର୍ଯ୍ୟକୁ ତଦାରଖ କରିଥିଲେ l ତା ସଙ୍ଗେସଙ୍ଗେ ସାଲେଭଟା ଡିଭିଜନ ର ଫରେଷ୍ଟର ଶ୍ରୀ ବିମ୍ବାଧର ବେହେରା, ଲୋଇସିଂହା ରେଞ୍ଜର ଶ୍ରୀ ପାଉଲ୍ ହରିପାଲ, ଲୋଇସିଂହା ଫରେଷ୍ଟର ଶ୍ରୀ  ଠଣ ସୁନ୍ଦର ଧରୁଆ ମଧ୍ୟ ଉପସ୍ଥିତ ଥିଲେ l

ଆଗାମୀ ଦିନରେ ଏକ ଲୋକପ୍ରିୟ ପର୍ଯଟନ ସ୍ଥଳୀର ମାନ୍ୟତା ମିଳିବା ନେଇ ଅତିଥି ମାନେ ମତ ଦେଇଥିଲେ l ଯେହେତୁ ଗାଇଖାଈ ଡ୍ୟାମ ଏକ ପ୍ରକୃଷ୍ଟ ସ୍ଥାନରେ ଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ସଙ୍ଗେ ସଙ୍ଗେ  ଏ ଅଞ୍ଚଳର ବିକାଶ ହୋଇ ପାରିବ l ପ୍ରଥମ ପର୍ଯ୍ୟାୟରେ ପର୍ଯଟନ ସ୍ଥଳୀର ବିକାଶ ପାଇଁ 73 ଲକ୍ଷ ଟଙ୍କା ଅନୁଦାନ ଆସିଥିବା ଡ଼ିଏଫଓ ପ୍ରକାଶ କରିଛନ୍ତି l ଆସନ୍ତା କିଛିଦିନ ଭିତରେ         କାମ ଆରମ୍ଭ ହୋଇଯିବ ବୋଲି କହିଛନ୍ତି l ଏହି ପର୍ଯଟନ ସ୍ଥଳକୁ ମାନ୍ୟତା ଦିଆ ଯାଉଥିବାରୁ ଏ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   22-Jul-2026
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026
  ଜିଲ୍ଲା  
ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   22-Jul-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   21-Jul-2026
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026

You Might Also Like