-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିଜେପି ସରକାର ବିରୁଦ୍ଧରେ ବିକ୍ଷୋଭ ସମାବେଶ

16-Feb-2023



ସୁବର୍ଣ୍ଣପୁର - କେନ୍ଦ୍ର ସରକାର ଙ୍କ ବିଭିନ୍ନ କ୍ଷେତ୍ରରେ ଓଡ଼ିଶା କୁ ଅଣଦେଖା ତଥା ବର୍ତ୍ତମାନ ଗରିବଙ୍କୁ ମିଳୁଥିବା ଚାଉଳକୁ କାଟଛାଟକରିବାଦ୍ୱ।ରା ସିଧାସଳଖ ଗରିବ ର ଭାତହାଣ୍ଡିକୁ ପ୍ରଭାବିତ କରିଥିବାସହ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ବନ୍ଦକରି ଗରିବପେଟକୁ ଲାତ ମାରିବାସହ ୩.୨୫କୋଟି ଓଡିଶାବାସୀଙ୍କୁ ସିଧାସଳଖ ପ୍ରଭାବିତ କରିଥିବା ତଥାଚାଷୀ ର ଧାନ ଉଠାଇବା ଉପରେ  ପାତର ଅନ୍ତର ନିତୀ ଯୋଗୁଁ ଓଡ଼ିଶାର ଚାଷୀ ଆଜି ଯେଉଁ ଦୁର୍ଦିନରେ ଗତିକରୁଛି ଏସବୁକୁ ପ୍ରତିଵାଦ ଜଣାଇ ଆଜି ସୋନପୁର ବିଜୁଜନତାଦଳ ପକ୍ଷରୁ ସୋନପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ପ୍ରତିବାଦସଭା ଓ ଧାରଣା ଦିଆଯାଇଛି। ଆଜିର ଏହି ସଭାରେ ବିଜେଡି ର ସୋନପୁର ବ୍ଲକ ସଭାପତି ଶଙ୍କର ପ୍ରସାଦ ସା ଙ୍କ ସଂଯୋଜନା କ୍ରମେ ଆୟୋଜିତ ପ୍ରତିବାଦ ସଭାରେ ବ୍ଲକ ଅଧ୍ୟକ୍ଷ  ପ୍ରହଲ୍ଲାଦ ନାୟକ,ସୋନପୁର ପୌରାଧ୍ୟକ୍ଷା ତାମସୀ ତାମସ୍ମୀତା ନାଏକ , ପୂର୍ବତନ ମତ୍ସ୍ୟନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ,ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା,ଟାଉନ ବିଜେଡ଼ି ସଭାପତି ଜନ୍ମେଜୟ

ପାତ୍ର, ସାଶ୍ୱତ ମିଶ୍ର,ଆନନ୍ଦ ଶତପଥି, ଗୋପାଳ ବରାଇ , ରାଜକିଶୋର ସୁନା,  ଭାସ୍କର ଦାଶ, ଆନନ୍ଦ ପାତ୍ର,  ପୌରପରିଷଦ  ଭାଇସ୍ ଚେଆରମେନ୍ ମଲ୍ଲିକା ଦାନୀ, ପିୟୁଷ ପଣ୍ଡା, ରାଜକିଶୋର ରାଓ ପ୍ରମୁଖ ଙ୍କସହ ପୌରପରିଷଦ ର ସମସ୍ତ କାଉନସିଲର ଓ ବ୍ଲକ ର ନିର୍ବାଚିତ ବିଜେଡି ପ୍ରତିନିଧି ସମୁହ ଯୋଗଦାନ କରି କେନ୍ଦ୍ର ସରକାର ଙ୍କ ବିରୁଦ୍ଧରେ ବର୍ଷିଥିଲେ ପରେ ଏକ ବିଶାଳ ରାଲିରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ଯାଇ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।

(ମନୋରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like