-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||     

HOME   ଜିଲ୍ଲା

କେନ୍ଦ୍ର ସରକାର ଚାଉଳ କଟା କୁ ନେଇ ବିଜେଡିର ଧାରଣା

16-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ):  କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଦେଉଥିବା ୧୦ କେଜି ଚାଉଳ ରୁ ୫ କେଜି କାଟିଦେଇ ଥିବା ଅଭିଯୋଗ କରି ଆଜି ବିଜୁ ଜନତା ଦଳ ତରଫରୁ ଦୀର୍ଘ ସମୟ ଧରିବ୍ଲକ ଅଫିସ ସମ୍ମୁଖରେ ଧାରଣା ରେ ବସିବା ସହିତ ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୀରମହାରାଜପୁର ବିଡିଓ ଙ୍କୁ ପ୍ରଦାନ କରାଯାଇଛି l ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ କେନ୍ଦ୍ର ସରକାର ଙ୍କୁ ଭର୍ଶନା କରିବା ସହିତ କେନ୍ଦ୍ର ସରକାର ତୁରନ୍ତ ଏହାର ପୁନଃ ବିଚାର କରନ୍ତୁ ବୋଲି ପ୍ରକାଶ କରିଥିଲେ l ଉକ୍ତ ଧାରଣା ସଭାରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ସଭା ପରିଚାଳନା କରିଥିବାବେଳେ ବରିଷ୍ଟ ବିଜେଡି ନେତା ଶୟମ୍ଭୁନାଥ ଖଣ୍ଡଗିରି, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜିତ କୁମାର ରଥ, ଜିଲ୍ଲା ପରିଷଦ ସଦସ୍ୟl ଚନ୍ଦ୍ରକାନ୍ତି ଦନ୍ତା, କିଶୋର ହୋତା, ପ୍ରଦୀପ ମିଶ୍ର, ଶ୍ରୀନିବାସ ଚାନ୍ଦ,ମଧୁ ସୁଦନ ପଣ୍ଡା,ଧୀରେନ୍ଦ୍ର ନାରାୟଣ ପଣ୍ଡା,ଶୈଳ ରଞ୍ଜନ ବାଦୀ,ଭଗବାନ କର୍ଣ୍ଣ, ସରପଞ୍ଚ ମନୋଜ ସାହୁ,ଶ୍ରୀୟା ମହାକୁର ଜୟଶ୍ରୀ ଦେହୁରୀ, ଭାରତୀ ମହାନନ୍ଦ ପ୍ରମୁଖ କେନ୍ଦ୍ର ସରକାର ଗରିବ ମାରଣ ନିତି ବିରୁଦ୍ଧରେ ବର୍ଷିଥିଲେ l ଶେଷରେ ସରପଞ୍ଚ ମହେନ୍ଦ୍ର ଜଗଦଲା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   22-Jul-2026
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026
  ଜିଲ୍ଲା  
ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   22-Jul-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   21-Jul-2026
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   21-Jul-2026

You Might Also Like