-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକରେ ବିଜୁ ଜନତା ଦଳ ପକ୍ଷରୁ ବ୍ଲକ ସ୍ତରୀୟ ପ୍ରତିବାଦ ସଭା

16-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ନିର୍ବାଚନ ମଣ୍ଡଳୀ ଲୋଇସିଂହା ଠାରେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାରେ ରାଜ୍ୟ ଗରୀବ ପରିବାର ର ମୁଣ୍ଡପିଛା ୫ କେ.ଜି. ଚାଉଳରୁ ବଂଚିତ ନିମନ୍ତେ ବିଜୁ ଜନତା ଦଳ ପକ୍ଷରୁ ବ୍ଲକ ସ୍ତରୀୟ ପ୍ରତିବାଦ ସଭା ଟି ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାରରଞ୍ଜନ ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା l ଓ ଏକ ଦାବିପତ୍ର ବିଡ଼ିଓଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି ଙ୍କୁ ପ୍ରଦାନ କରାଗଲା l ଆଗାମୀ ଦିନରେ କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଏହି ୫ କେ. ଜି ଚାଉଳ ପ୍ରଦାନ ନ କରାଗଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ବିଜେଡି ପକ୍ଷରୁ ଚେତାବନୀ ଦିଆଯାଇଛି l

ଏହି ପ୍ରତିବାଦ ସଭାରେ ଉପସ୍ଥିତ ଥିଲେ ବିଜେଡି ବ୍ଲକ ସଭାପତି ହୃଦାନନ୍ଦ ବେହେରା, ବ୍ଲକ ସଭାନେତ୍ରୀ ଜୋତ୍ସ୍ନାମୟୀ ନାଗ, ଜୋନ 33 ର ଜିଲ୍ଲା ପରିଷଦ ସଭ୍ୟା ଲିଳିମା ବେହେରା, ଜୋନ 34 ର ଜିଲ୍ଲା ପରିଷଦ ସଭ୍ୟା ସଂଯୁକ୍ତା ବରିହା, ସମାଜସେବୀ ସରୋଜ ମହାକୁର ସହ ବିଜେଡି ର ଶତାଧିକ କର୍ମୀ ଉପସ୍ଥିତ ଥିଲେ l ଏହି ପ୍ରତିବାଦ ସଭାଟି ବିଜେଡି ପକ୍ଷରୁ ଲୋଇସିଂହା ସମେତ ଆଗଲପୁର ଓ ପୁଇଁତଳାରେ ମଧ୍ୟ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   22-Jul-2026
  ଜିଲ୍ଲା  
ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   22-Jul-2026
  ଜିଲ୍ଲା  
ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   22-Jul-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   21-Jul-2026
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   21-Jul-2026
  ଜିଲ୍ଲା  
ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   21-Jul-2026
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026

You Might Also Like