-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ବିନା ବସଷ୍ଟାଣ୍ଡ ର ସହରରେ ଦୀର୍ଘ ଦିନ ରୁ ଥିବା ସରକାରୀ ବସଷ୍ଟାଣ୍ଡ କୁ ଗୋପନ ରେ ବିକ୍ରି, ତଦନ୍ତ ଦାବି

06-Dec-2020



ଟିଟିଲାଗଡ଼, (ପ୍ରେରଣା ଖବର) :ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ସବ ଡିଭିଜନର    ମୁଖ୍ୟ ସରକାରୀ ବସଷ୍ଟାଣ୍ଡ ଦୀର୍ଘ ବର୍ଷ ଧରି କାର୍ଯ୍ୟକାରୀ ନହୋଇ ପଡିରହିଥିବା ବେଳେ ଏହି ବସଷ୍ଟାଣ୍ଡକୁ ଗୋପନରେ ଟେଣ୍ଡର କରି ଅତ୍ୟନ୍ତ କମ ମୂଲ୍ୟରେ ଜଣେ ଅଣ ଓଡିଆ ବ୍ୟବସାୟୀଙ୍କୁ ବିକ୍ରି କରି ଦିଆଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ,  ଟିଟିଲାଗଡ ସହରରେ ସରକାରୀ ଅବା ବେସରକାରୀ ବସଷ୍ଟାଣ୍ଡ ଟିଏ ନ ଥିବା ବେଳେ ରାସ୍ତା କଡରେ ସହରର ସର୍ଗିଗୁଡା ଓ ହାଟପଦା ପଡାରେ ରାସ୍ତା କଡରେ ବସ ଠିଆ ହୋଇରହୁଛି। ଖରା,ବର୍ଷା, ସିତ,କାକର ରେ ସାଧାରଣ କୌଣସି ଦୋକାନ କଡରେ ଆଶ୍ରୟ ନେଇ ଦୁର୍ଦ୍ଦଶା ଭୋଗ କରୁଛନ୍ତି । ସ୍ଥାୟୀ ବସଷ୍ଟାଣ୍ଡ ଟିଏ ସହରରେ ନ ରହି ତାର ବର୍ଷବର୍ଷ ଧରି ବ୍ୟବସ୍ଥା କରାଯାଇ ପାରୁ ନ ଥିବା ନେଇ ଏ ଦିଗରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବି ହେଉଛି। ସେହିପରି ଉକ୍ତ ସରକାରୀ ବସଷ୍ଟାଣ୍ଡକୁ କିପରି ଗୋପନ ରେ ଅତି କମ ମୂଲ୍ୟରେ ପ୍ରିୟାପ୍ରୀତି ନୀତି ରେ ବିକ୍ରି କରି ଦିଆଯାଇଛି, ସେ ନେଇ ମଧ୍ୟ ତଦନ୍ତ କରିବା ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like