-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ବୁଢିମାଁ ମନ୍ଦିର ର ପୂଜକ ଙ୍କ ଦେହାନ୍ତ

17-Feb-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ) ଗତକାଲି ବିଳମ୍ବିତ ରାତିରେ ସୋନପୁର  ବୁଢିମାଁ ମନ୍ଦିର ର ପୂଜକ  ବି. ଶିବରାଓ ଙ୍କର  ୮୨ ବର୍ଷ ବୟସରେ  ଦେହାନ୍ତ ହୋଇଯାଇଛି। ଗତ କିଛି ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ଥିଲେ। ସେ ଜଣେ ଭଦ୍ର, ଆମାୟିକ ବ୍ୟକ୍ତି ଓ ପରିଚିତ ଟେଲର (ଦର୍ଜୀ)  ଭାବରେ ସହରରେ ବେଶ ଜଣାଶୁଣା l  ତେଲୁଗୁ ସ୍ତୋତ୍ର। ବଳୀ ରେ ତାଙ୍କର ମନ୍ତ୍ର ଉଚ୍ଚାରଣ ବେଶ ଭାବଗମ୍ଭୀର ଓ ପ୍ରଭାବଶାଳୀ ଥିବାହେତୁ ଏବଂ ଦୀର୍ଘ ୪୦ ବର୍ଷ ଧରି  ନିଷ୍ଠା ର ସହ ମା ବୁଢୀମାଙ୍କ  ସେବା କରି ଭକ୍ତ ମହଲରେ ସେ ବେଶ ପ୍ରିୟଭାଜନ ହୋଇପାରିଥିଲେ।ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁଅ ସତ୍ୟନାରାୟଣ,  ୩ଝିଅ ଓ ନାତି ନାତୁଣୀ ଉପସ୍ଥିତ ଥିଲେ। ବିଳମ୍ବିତ ରାତିରେ ତ୍ରିବେଣୀ ସଙ୍ଗମ ସ୍ଥିତ ରାମେଶ୍ୱର ଶ୍ମଶାନ ରେ ତେଲୁଗୁ ରୀତିନୀତି ଅନୁଯାୟୀ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ସୋନପୁର ବ୍ୟବସାୟୀ ସଂଘ ର କର୍ମକର୍ତାଙ୍କ  ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରୀ ରାଓ ଙ୍କ ଅନ୍ତିମ ଦର୍ଶନ କରିଥିବା ବେଳେ ତାଙ୍କର ବିୟୋଗରେ ସୋନପୁର ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like