-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ବିଶ୍ଵ କପ ହକିରେ ନବରଙ୍ଗପୁର ଜିଲ୍ଲାର ସଫଳତା : ନବରଙ୍ଗପୁର ଜିଲ୍ଲାପାଳ ହେଲେ ସମ୍ବର୍ଦ୍ଧିତ

17-Feb-2023



ନବରଙ୍ଗପୁର// ପୁରୁଷ ବିଶ୍ଵ କପ ହକି ୨୦୨୩ ଆୟୋଜନ ଅବସରରେ ନବରଙ୍ଗପୁର ଜିଲ୍ଲା ର ପଞ୍ଚାୟତ ସ୍ତରରୁ ଆରମ୍ଭ କରି ଜିଲ୍ଲା ସ୍ତର ପର୍ଯ୍ଯନ୍ତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ଵତନ୍ତ୍ର ଗ୍ରାମ ସଭା ଆୟୋଜନ କରି ରାଜ୍ୟସ୍ତରରେ ତୃତୀୟ ସ୍ଥାନ ହାସଲ କରି ପାରିଛି। ଏହି ପରିପେକ୍ଷୀରେ ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମ ଠାରେ ଏକ ସ୍ଵତନ୍ତ୍ର ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନବରଙ୍ଗପୁର

ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କୁ  ସମ୍ମାନିତ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର  ଅଶୋକ ମେହେଟ୍ଟା ସଭା ଗୃହରେ ଆୟୋଜନ କରାଯାଇ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି ସମ୍ବର୍ଦ୍ଧନା ସଭାରେ ଜିଲ୍ଲାପାଳ ଡଃ ମିଶ୍ର ରାଜ୍ଯ ସ୍ତରରେ ତୃତୀୟ ସ୍ଥାନ ହାସଲ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ନବରଙ୍ଗପୁର ଜିଲ୍ଲା ପୁରସ୍କୃତ ହୋଇଥିବାରୁ ଏହାର ସମସ୍ତ ଶ୍ରେୟ ଜିଲ୍ଲାର ସମସ୍ତ ଅଧିକାରୀ,କର୍ମଚାରୀ,ଲୋକ ପ୍ରତିନିଧି ଏବଂ ସମସ୍ତ ଗଣମାଧ୍ୟମ ପ୍ରତିନିଧି ସହିତ ସମସ୍ତ ଙ୍କ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ପ୍ରକାଶ କରିଥିଲେ। ଆଗାମୀ ଦିନରେ ମଧ୍ଯ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପଥରେ ସମସ୍ତ ଙ୍କ ସହଯୋଗ ରହିବ ବୋଲି ଆଶାବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଙ୍କ ସହିତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଏବଂ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ।

(ମିହିର ଶଙ୍କର ପାତ୍ର )


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like