-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଶିବରାତ୍ରି ଉପଲକ୍ଷେ ସ୍ୱଚ୍ଛ ଭାରତ ଓ ସୋନପୁର କଲେଜ ଏନ ସି ସି ପକ୍ଷରୁ ସାପ୍ତାହିକ ସଫେଇ ଓ ପଲିଥିନ ମୁକ୍ତ ଅଭିଯାନ

17-Feb-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)ପବିତ୍ର ମହା ଶିବରାତ୍ରି ଅବସର ରେ ସ୍ୱଚ୍ଛ ଭାରତ ସଂଗଠନ ଓ ସୋନପୁର କଲେଜ ଏନ ସି ସି ପକ୍ଷରୁ  ଗତ ସପ୍ତାହ ଠାରୁ ସୁବର୍ଣ୍ଣପୁର ସହର ର ପଟାଭାଡି ଲୋକନାଥ ଶୈବ ପୀଠ, ସୁବର୍ଣ୍ଣମେରୁ, ସୁରେଶ୍ୱରୀ ପୀଠ,  ଗୋକୋନେଶ୍ୱର ମନ୍ଦିର, ମନମୁଣ୍ଡା ସୁବର୍ଣମେରୁ ଶୈବ ପୀଠ ସମେତ ଆଜି ଶ୍ରୀ ରାମେଶ୍ୱର ଶୈବ ପୀଠ ଠାରେ ସଫେଇ ଓ ପଲିଥିନ ମୁକ୍ତ ଅଭିଯାନ କରଯାଇଛି l  ସ୍ୱଚ୍ଛ ଭାରତ ସଂଗଠନ ର  ଉପଦେଷ୍ଟା ଗରିବ ଲୋଇ, ଇନ୍ଦୁ ମତି ପୁରୋହିତ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ମନୋରଞ୍ଜନ ତ୍ରିପାଠୀ ଓ ଏନସିସି ଲେଫ୍ଟନେଣ୍ଟ ଆଶିଷ ଆଗ୍ରୱାଲା ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ସବୁରେ ରେ ଗଣେଶ ମିଶ୍ର, ଦିଲ୍ଲୀପ ଭୁକ୍ତା, ଗୋକୁଳ ଠାକୁର, ସିମାଞ୍ଚଳ ହୋତା, ଜୟନାରାୟଣ ସାହୁ, ତ୍ରିଲୋଚନ ତରିଆ, ତରଣୀ ମେହେର, ରାମୁ ତିୱାର, ସୁଶାନ୍ତ ସାହୁ, ଡା, ସରୋଜ ପଟେଲ, ଲଡ଼ୁ କିଶୋର ମଲ୍ଲିକ, ଜୟନ୍ତ ବେହେରା, ପ୍ରଫୁଲ୍ଲ ନାଏକ, ନାରାୟଣ ରଥ, ପ୍ରତାପ ଦାଶ, କ୍ରୀଷ୍ଣା ମେହେର, ଅମର ଭୁତ,  କୃଷ୍ଣ ଚନ୍ଦ୍ର ବିଶି, ପ୍ରମୋଦ ସାହୁ, ରାମ ଚନ୍ଦ୍ର ଅଗ୍ରୱାଲା, ଅଶୋକ ହୋତା, ପ୍ରହଲ୍ଲାଦ ମିଶ୍ର, ଏନ ସି ସି ର ଶିରୋମଣି, ସୁବ୍ରତ, ଆଲୋକ ପ୍ରମୁଖ  ସମସ୍ତ ସକ୍ରିୟ ସଦସ୍ୟ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like