-+91-9937148622 |

prerana_bgr@rediffmail.com |

  Tuesday 21st July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ଯୋଜନା ବୋର୍ଡ ବୈଠକରେ ସର୍ବାଙ୍ଗୀନ ବିକାଶ ଦାବୀ କଲେ ନରସିଂହ, ମହାରଣୀ ସାଗର, ଲକ୍ଷ୍ମୀଜୋର, ଗନ୍ଧେରେଲ, ସିଭିଲ କୋର୍ଟ ଓ ଜିଲ୍ଲାପାଳ କୋଠା କାମ ଶୀଘ୍ର ଆରମ୍ଭ କରିବା ନେଇ ପ୍ରସ୍ତାବ ଗୃହିତ

17-Feb-2023



 ବଲାଙ୍ଗିର(ପ୍ରେରଣା ଖବର) ଆଜି ସ୍ଥାନୀୟ ଜିଲ୍ଲା ପଞ୍ଚାୟତିରାଜ କୋଠାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲ୍ଲା ଯୋଜନା ବୋର୍ଡ ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିରର ବିକାଶ ପାଇଁ ଆସିଥିବା ଅନେକ ଅନୁଦାନ ବିନା ଖର୍ଚ୍ଚରେ ପଡିରହିଥିବା ନେଇ କ୍ଷୋଭ ପ୍ରକାଶ ସହ ଏସବୁର ସଫଳ ରୂପାୟନ ଶୀଘ୍ର କରାଯିବା ନେଇ ବୈଠକରେ ପ୍ରସ୍ତାବ ଦେଇଥିଲେ । ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ରୋହିତ ପୁଝାରୀଙ୍କ ଅଧକ୍ଷତାରେ ହୋଇଥିବା ଏହି ବୈଠକରେ ଶ୍ରୀ ମିଶ୍ର କହିଥିଲେ ମହାରାଣୀ ସାଗର ପାଇଁ ୨୨କୋଟି ଟଙ୍କା  ଆସି ନିର୍ମାଣକାରୀ ସଂସ୍ଥା ସହ କାର୍ଯ୍ୟାରମ୍ଭ ପାଇଁ ଚୁକ୍ତି ସରିଥିଲେ ହେଁ  ଆଜି ପର୍ଯ୍ୟନ୍ତ କାମ ଆରମ୍ଭ ହୋଇ ପାରି ନାହିଁ । ଠିକ ସେହିପରି ଲକ୍ଷ୍ମୀଜୋର ପାଇଁ ୮ କୋଟି, ଗନ୍ଧ୍ରେଲ ଡ୍ୟାମର ସୌନ୍ଦର୍ଯ୍ୟିକରଣ, ସିଭୀଲ କୋର୍ଟ ଓ ଜିଲ୍ଲାପାଳ କାର୍ଯ୍ୟାଳୟ ପାଇଁ ନୂତନ କୋଠା ନିର୍ମାଣ ପାଇଁ ଅନୁଦାନ ଓ ମଞ୍ଜୁରି ବର୍ଷ ବର୍ଷ ହେଲା ପଡି ରହିଛି । ଏସବୁଥିରେ କେତେବେଳ ସରକାରୀ ଅଧିକାରୀ ତ କେତେବେଳେ ସରକାରୀ ଦଳର ନିର୍ବାଚିତ ପ୍ରତିନିଧିମାନେ ବାଧକ ସଜୁଛନ୍ତି । ବୈଠକରେ ଏସବୁର ଶୀଘ୍ର କାର୍ଯ୍ୟାରମ୍ଭ ପାଇଁ ଅଧ୍ୟକ୍ଷ ଶ୍ରୀ ପୁଝାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପ୍ରକଳ୍ପ ଗୁଡିକୁ ଶୀଘ୍ର ଆରମ୍ଭ କରିବାକୁ ପ୍ରସ୍ତାବ ଗୃହିତ ହୋଇଥିଲା । ଏହା ସହ ବୈଠକରେ ୪ ବର୍ଷ ପୂର୍ବେ ଅନୁଷ୍ଠିତ ହୋଇଥିବା ଜିଲ୍ଲା ଯୋଜନା ବୋର୍ଡର ବିବରଣୀର ଦୃଢିକରଣ କରିବା ପାଇଁ ଆଲୋଚନା ସହ ଆଗାମୀ ବର୍ଷ ପାଇଁ ଜିଲ୍ଲାର ବିକାଶ ଦିଗରେ ଏକ ପୁର୍ଣ୍ଣାଙ୍ଗ ଯୋଜନା ତିଆରି ପାଇଁ ବଲାଙ୍ଗିର ବିଧାୟକ ଶ୍ରୀ ମିଶ୍ର ପ୍ରସ୍ତାବ ଦେଇଥିଲେ । ଶିଳ୍ପ ବିହୀନ ବଲାଙ୍ଗିର ଜିଲ୍ଲାରେ ଟେକ୍ସଟାଇଲ୍ ଉଦ୍ୟୋଗ ସ୍ଥାପନ ସହ ବିଜୟାନନ୍ଦ ଚିନି କଳର ପୁନଃଉଦ୍ଧାର, କଣ୍ଟାବାଞ୍ଜିରେ ଥିବା ୭ଶହ ଏକର ଜମିରେ ରେଳ ସମ୍ବନ୍ଧୀୟ ଶିଳ୍ପର ସ୍ତାପନ ପାଇଁ ପ୍ରସ୍ତାବ ଗୃହିତ ହୋଇଥିଲା । ଅଙ୍ଗ ଓ ତେଲ ନଦୀରେ ବ୍ୟାରେଜ ସ୍ଥାପନ, ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ରାଣିପୁର ଝରିଆଲ, ହରିଶଙ୍କର ପାଇଁ ସ୍ୱତନ୍ତ୍ର ଅନୁଦାନ, ଭୀମ ପାହାଡ, ଚାନ୍ଦଲି ପାହାଡ, କୁମୁଡା ଓ ଗନ୍ଧ୍ରେଲ ଡ୍ୟାମରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଅନୁଦାନ ପ୍ରଦାନ । ପୁରି ଭୁବନେଶ୍ୱର ଓ ସମ୍ବଲପୁରରେ ମନ୍ଦିର ଗୁଡିକର ବିକାଶ ଢାଞ୍ଚାରେ ବଲାଙ୍ଗିର ର ସମଲେଶ୍ୱରୀ ମନ୍ଦିର ପାଇଁ ୫୦୦ କୋଟିର ଅନୁଦାନ ପ୍ରଦାନ, ଖେଳ ଓ ଖେଳାଳିଙ୍କ ଉନ୍ନତି ପାଇଁ କ୍ରୀଡା ଭିତ୍ତିଭୁମୀର ବିକାଶ, ଭିମ ଭୋଇ ମେଡିକାଲ କଲେଜ ଅତି ବିଶେଷଜ୍ଞ ଚିକିତ୍ସା ଆରମ୍ଭ କରିବା, ଦେଓଗାଁ ଠାରେ ସିଭିଲ ଓ କ୍ରିମିନାଲ କୋର୍ଟର ସ୍ଥାପନ ସହ ସମୟକ୍ରମେ ଓଡିଶାର ବାର୍ଷିକ ବଜେଟ ଦୁଇ ଗୁଣ ହୋଇଥିବାରୁ ବିଜୁ କେବିକେ ଅନୁଦାନକୁ ୨୧କୋଟିକୁ ଦୁଇ ଗୁଣ କରି ୪୨ କୋଟି କରିବା ପାଇଁ ବିଧାୟକ ଶ୍ରୀ ମିଶ୍ର ପ୍ରସ୍ତାବ ଦେଇଥିଲେ, ଯାହା ସର୍ବସମ୍ମତି କ୍ରମେ ଗୃହିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   21-Jul-2026
  ଜିଲ୍ଲା  
ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   21-Jul-2026
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026
  ଜିଲ୍ଲା  
ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   20-Jul-2026
  ଜିଲ୍ଲା  
ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   20-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   20-Jul-2026

You Might Also Like