-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

    ଡେଙ୍ଗ ସ୍କୁଲରେ ବାର୍ଷିକ ମହୋତ୍ସବ ପାଳିତ

17-Feb-2023



ସଇଁତଲା(ପ୍ରେରଣା ଖବର) ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ  ଉଚ୍ଚ ବିଦ୍ୟାଳୟର ୨୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା ଉତ୍ସବରେ ମୁଖ୍ୟଅତିଥି ଭାବରେ ସଇଁତଲା ଗୋଷ୍ଠି ଉନ୍ନୟନ ଅଧିକାରୀ ଚନ୍ଦ୍ରମଣି ନାଗ,ସମ୍ମାନୀତ ଅତିଥି ଭାବରେ ସଇଁତଲା ବିଇଓ ଗୋବର୍ଦ୍ଧନ ଭୋଇ,  ସଇଁତଲା ଥାନା ଅଧିକାରୀ ଅବନୀ ସାହୁ, ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ,ସରକାରୀ ବାଳିକା ବିଦ୍ୟାଳୟ, ଏସ୍‌ଏସ୍‌ଡି, ସଇଁତଲର ପ୍ରଧାନଶିକ୍ଷୟିତ୍ରୀ ନିବେଦିତା ହୋତା, ସହକାରୀ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଗହିର, ସୁହାସିନୀ ମିଶ୍ର, କେରମେଲୀ ହାଇସ୍କୁଲର ପ୍ରଧାନଶିକ୍ଷକ ସରୋଜ ମିଶ୍ର, ସଇଁନ୍ତଳା ପଂଚାୟତ ସମିତି ନୋଡାଲ ସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ମହାପାତ୍ର, ସମାଜସେବିକା ବୃନ୍ଦାବତୀ ବାରିକଘୁନସର ହାଇସ୍କୁଲର ପ୍ରଧାନଶିକ୍ଷକ ଅଭିମନ୍ୟୁ ସାହୁ, ବୁଢାବାହାଲ ହାଇସ୍କୁଲର ପ୍ରଧାନଶିକ୍ଷକ ବରୁଣ କୁମାର ସାହୁ, କରମତଲା ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରତନ ରଣା, ସ୍ଥାନୀୟ ସରପଂଚ ଇତିଶ୍ରୀ ସାହୁ, ପୂର୍ବତନ ସରପଂଚ ସନ୍ତୋଷିନୀ ମାଝି, ଜେମାମଣି ମଲ୍ଲିକ, ରାଜ୍ୟପୁରସ୍କାର ପ୍ରାପ୍ତ ସମାଜେସେବୀ ଝସକେତନ ରଣା, ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ଗଣେଷ ଚନ୍ଦ୍ର ରଣା ପ୍ରମୁଖ ଯୋଗଦେଇଥିଲେ । ପ୍ରାରମ୍ଭରେ ଅତିଥି ପରିଚୟ ଶିକ୍ଷୟତ୍ରୀ ରେଣୁକା ସାହୁ ପ୍ରଦାନ କରିଥିବା ବେଳ ବିବରଣୀ  ପାଠ ଶିକ୍ଷକ ଲିଙ୍ଗରାଜ ନନ୍ଦ ପ୍ରଦାନ କରିଥିଲେ ।

ଛାତ୍ରଛାତ୍ରୀମାନଙ୍କର  ବ୍ୟକ୍ତିତ୍ୱର ବିକାଶ ପାଇଁ  ବିଷୟଗତ ଓ ଅଣ ବିଷୟଗତ ଦିଗ ପ୍ରତି ଦୃଷ୍ଟିଦେଲେ ଅନୁଷ୍ଠାନଟି ଆଗକୁ ପୁଣି ନୂତନ ଜାଜ୍ୱଲ୍ୟମାନ ତାରକା ସୃଷ୍ଠି କରିପାରିବେ ବୋଲି ଅତିଥି ଗଣ ମତପ୍ରକାଶ କରିଥିଲେ । ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ସାର୍ଟିଫିକେଟ ଏବଂ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ କୃପାସିନ୍ଧୁ ମିଶ୍ର, ସମୀର ସେଠି , ଦୀପକ ସେନ ଧରୁଆ, ଶିକ୍ଷୟିତ୍ରୀ ଦ୍ରୋପଦୀ ଭୋଇ, କାନ୍ତି ଭୋଇ, ଯଶୋବନ୍ତି ସୁନା, ଗ୍ରାମବାସୀ କପିଳେଶ୍ୱର ଭୋଇ, ମୋତିଲାଲ ବକୁଲ, ବିଘ୍ନ ରଣା ପ୍ରମୁଖ ସହଯୋଗ କରିଥିଲେ । ଏହି ଅବସରରେ ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ ଓ ଯଶୋବନ୍ତୀ ସୁନାଙ୍କ ତତ୍ୱାବଧାନରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମକୁ ଶିକ୍ଷକ ସୁଦର୍ଶନ ଦାଶ ପରିଚାଳନା କରିଥିବା ବେଳେ ଶିକ୍ଷକ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like