-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ବଜେଟ ସରିଲା ପରେ ଜିଲ୍ଲା ଯୋଜନାବୋର୍ଡ ବୈଠକ କାହାସ୍ୱାର୍ଥରେ? ଲିଖିତ ଅଭିଯୋଗ କରି ବୋର୍ଡ ବୈଠକକୁ ଲୋଇସିଂହା ବିଧାୟକଙ୍କ ବର୍ଜନ

17-Feb-2023



ବଲାଙ୍ଗୀର,-ଆଜି ବଲାଙ୍ଗୀର ଜିଲ୍ଲା ଯୋଜନା ବୋର୍ଡ ବୈଠକ ବସିଛି । ତେବେ ଏହି ବୈଠକ ବଜେଟ ପୂର୍ବରୁ ନବସି ପରେ ବସିଥିବା ତଥା ଦୀର୍ଘ ୪ବର୍ଷ ବ୍ୟବଧାନରେ ବସିଥିବା କାରଣରୁ ଏହାକୁ ଏକ ମୁଲ୍ୟହୀନ ବୈଠକ କହି ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗ ବର୍ଜନ କରିଛନ୍ତି । ବିଧାୟକ ଡ.ମୁକେଶ ମହାଲିଙ୍ଗ ଏହି ବୈଠକରେ ଯୋଗଦେବାକୁ ପ୍ରଶାସନର ଚିଠି ପାଇବା ପରେ ଜିଲ୍ଲାର ଉନ୍ନୟନ ନେଇ କିଛି ସୂଚନା ପାଇଁ ଜିଲ୍ଲାପାଳଙ୍କୁ ଗତ ୧୧.୨.୨୦୨୩(୧)ରେ ବୁକ ସର୍କୁଲାର ୪୭ ଅନୁଯାୟୀ ଚିଠି କରିଥିଲେ । କିନ୍ତୁ ସଂପୂର୍ଣ୍ଣ ତଥ୍ୟ ନଦେଇ ଉତ୍ତରଦେବାକୁ ଉଚିତ ମଧ୍ୟ ମଣିଲେ ନାହିଁ । ପରନ୍ତୁ ସେହି ସୂଚନା ଜିଲ୍ଲା ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଥିବା କହି ବିଧାୟକଙ୍କୁ ଚିଠିର ଉତ୍ତର ଦିଆଯାଇଥିଲା । ତେଣୁ ବିଧାୟକ ଜଣେ ଜନପ୍ରତିନିଧି ହୋଇଥିଲେ ହେଁ ସୂଚନା ନଦେଇ ସରକାରୀ କଳ ମନୁମୁଖି ଭାବରେ କାର୍ଯ୍ୟକରୁଥିବା ଅଭିଯୋଗ ଉଠାଇଛନ୍ତି । ଏହା ସହିତ ଗତ ୨୦୧୯ରେ ଶେଷଥର ଜିଲ୍ଲା ଯୋଜନା ବୋର୍ଡ ବସି ମନମୁଖି ଭାବରେ ପ୍ରକଲ୍ପକାମ କରାଯାଇଥିଲା । ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷର ଖସଡାକୁ ମନମୁଖି ଭାବରେ ପ୍ରସ୍ତୁତ କରି ବେଆଇନ ଭାବରେ ଏହାକୁ ଅନୁମୋଦନ କରାଯିବାକୁ ଏହି ବୈଠକ କରାଯାଇଥିବା ବିଧାୟକ ଡ.ମହାଲିଙ୍ଗ ଅଭିଯୋଗ କରିଛନ୍ତି । ବିଧାୟକଙ୍କୁ ଦିଆଯାଇଥିବା ଚିଠିରେ ଏଜଣ୍ଡୋ ନୋଟର ପଏଣ୍ଟ ନମ୍ବର୩ରେ କେଊଁ ଆର୍ଥକ ବର୍ଷର କମ୍ପ୍ରିହେନ୍ସିଭ ଡିଷ୍ଟ୍ରିକ୍ଟ ପ୍ଲାନକୁ ଜିଲ୍ଲା ଯୋଜନାକମିଟି ବୈଠକରେ ଅନୁମୋଦନ ଦିଆଯିବ ତାହା ଉଲ୍ଲେଖ ନାହିଁ । ରାଜ୍ୟ ବଟେଜ ସରିବା ପରେ ୨୦୨୩-୨୪ ଆର୍ଥିକବର୍ଷର ଯୋଜନା ପ୍ରସ୍ତୁତ କରିବା ପାଇଁ ବୈଠକ ଡାକିବା ଘଟଣା ବଲାଙ୍ଗୀର ଜଲ୍ଲାର ବିକାଶ ପାଇଁ ଇଚ୍ଛାଶକ୍ତିର ଅଭାବ ତଥା ଉପହାସ ବୋଲି ବିଧାୟକ ଡ.ମହାଲିଙ୍ଗ କହିଛନ୍ତି । ତେଣୁ ସେ ଏହି ବୈଠକକୁ ବର୍ଜନ କରିବା ସହିତ ତାଙ୍କର ପ୍ରତିବାଦକୁ ବୈଠକର ଚିଠାରେ ଉଲ୍ଲେଖ କରିବାକୁ ଚିଠି କରିଛନ୍ତି । ଏବିଷୟରେ ସେ ରାଜ୍ୟର ମୁଖ୍ୟଶାସନ ସଚିବ,ରାଜ୍ୟ ଉନ୍ନୟନ ସଚିବ,ଶିକ୍ଷାମନ୍ତ୍ରୀ ତଥା ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ ଓ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଚିଠିକରି ଅବଗତ କରିଛନ୍ତି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ  କିମ୍ବା ଜିଲ୍ଲାପାଳଙ୍କ ପ୍ରତିକ୍ରୀୟା ମିଳିପାରିନାହିଁ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like