-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||     

HOME   ଜିଲ୍ଲା

ଲର୍କିପାଲି, ସିନ୍ଦୁରବାହାଲ ଓ ଝାଙ୍କରପାଲିରେ ଜଳସେଚନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଦେଲେ ନରସିଂହ

17-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଦ୍ୱାରା ତିନୋଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଉନ୍ନତିକରଣ ପାଇଁ ଭିତ୍ତି ପ୍ରସ୍ତର ଦିଆଯାଇଛି । ପ୍ରଥମେ ସିନ୍ଦୁରବାହାଲ ଠାରେ ୧୭.୫୧ ଲକ୍ଷ ଟଙ୍କାର ବ୍ୟୟ ଅଟକଳ, ଲର୍କିପାଲି ଠାରେ ୨୪ ଲକ୍ଷ ଟଙ୍କା ଅଟକଳ ଏବଂ ଝାଙ୍କରପାଲି ଠାରେ ୨୬ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ତିନୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ଦିଆଯାଇଛି । ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଲଳେନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ଭିତ୍ତି ପ୍ରସ୍ତର ଦିଆଯାଇଥିବା ଏହି ପ୍ରକଳ୍ପ ଗୁଡିକରୁ ଏହି ଅଂଚଳରୁ ଅନେକ ଜମି ଜଳସେଚନ ହୋଇପାରିବ । ଭିତ୍ତିପ୍ରସ୍ତର ପରବର୍ତ୍ତି ସଭାରେ ଉପସ୍ଥିତ ଗ୍ରାମବାସୀମାନଙ୍କୁ

ଶ୍ରୀ ମିଶ୍ର କହିଥିଲେ ଯେ ବିଭାଗୀୟ ଯନ୍ତ୍ରୀ ଏବଂ କାର୍ଯ୍ୟନିର୍ବାହୀ ସଂସ୍ଥା ଲୋକେ ଯେପରି ଏ ପ୍ରକଳ୍ପ କାମ ଦ୍ୱାରା ଠିକ୍ ଭାବରେ ଲାଭବାନ ହୋଇପାରିବ, ଚାଷ ଜମିକୁ ଠିକ୍ ହିସାବରେ ପାଣି ଯାଇପାରିବ ସେ ଦିଗରେ ଯତ୍ନବାନ ହେବେ ବୋଲି ଅନୁରୋଧ କରିଥିଲେ । ତା ସହ ଏହି କାମ ଯେପରି ବର୍ଷା ଆସିବା ପୂର୍ବରୁ ସରି ଯାଇଥିବ ତା ଉପରେ ବିଶେଷ ଧ୍ୟାନ ଦେବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ତପନ ପାଣିଗ୍ରାହୀ, ରାଧାକାନ୍ତ ଭୋଇ, ସରୋଜ ରଥ, ଶ୍ରୀଧର ବାରିକ, ବୁଲୁ ଦାନି, ଅଙ୍କିତ ସାହୁ, ଜୟନାରାୟଣ ବହିଦାର, ମନିଷ ମିଶ୍ର, ଜୁଲୁ ପଟ୍ଟନାୟକ,ଉମା ପଣ୍ଡା,  ସୌମ୍ୟଦିପ ସରାଫ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026

You Might Also Like