-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ଡୁମାଳ ସମାବେଶ ଅନୁଷ୍ଠିତ

17-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ପଞ୍ଚାୟତ ର ବଡଖମାର ମଠ ପଡିଆ ଠାରେ ଆଜି ଏକ ଦିବସିୟ ଡୁମାଳ ସମାବେଶ ତଥା ଡୁମାଳ ଜାତି ଐତିହ୍ୟ, ସଂସ୍କୃତି ଓ ଶିକ୍ଷା ର ଅଭିବୃଦ୍ଧି ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବରେ ପୂର୍ବତନ ରାଜ୍ୟ ଡୁମାଳ ସଭାପତି କୃତିବାସ ପଲିଆ, ଅନ୍ୟ ଅତିଥି ଭାବରେ ଦୟାନିଧି ପଧାନ, ଜିଲ୍ଲା ଡୁମାଳ ସଭାପତି ଅଶ୍ଵିନୀ ମହାକୁର, ସମାଜସେବୀ ମୀନକେତନ ମହାକୁର, ଜିଲ୍ଲା ପରିଷଦ ଚନ୍ଦ୍ରକାନ୍ତୀ ଦନ୍ତା,ଜଟେସିଂହା ସରପଞ୍ଚ ବନିତା ପଧାନ ଓ ସଂଗ୍ରାମପୁର ସରପଞ୍ଚ ଅଳକା କର୍ମୀ,ଭୂଷଣ ପାତ୍ର, ଉପେନ୍ଦ୍ର ଥାଟି, ଚିତ୍ତରଞ୍ଜନ ଗଡତିଆ, ଗୋପିନାଥ ମହାକୁର,ଭୋଲାନାଥ କର୍ମୀ,କଲ୍ପତରୁ ମହାକୁର, କୃଷ୍ଣ ଗାଇଗରିଆ, ସୁଦାମ ଗାଇଗରିଆ ,ଯୋଗଦେଇ ଡୁମାଳ ସମାଜରେ ଥିବା କୁସଂସ୍କାର ବିଷୟରେ ଆଲୋଚନା କରିବା ସହ ସମାଜକୁ ଶୃଙ୍ଖଳିତ କରିବା ବିଷୟରେ ଆଲୋଚନା କରାଯାଇଥିଲା । ଉକ୍ତ ସଭାକୁ ଦୟାସାଗର ମେଣ୍ଡିଲି ସଂଯୋଯନା କରିଥିବାବେଳେ ଶଙ୍କରର୍ଷଣ ଛନ୍ଦ, ସହଦେବ ମହାକୁର ସହ ପଞ୍ଚାୟତର କମିଟି ତଥା ବ୍ଲକ ଅନ୍ୟ କମିଟିର ସଦସ୍ୟ ମାନେ ସହଯୋଗ କରିଥିଲେ। ଏଥିରେ ସମାଜର ବିଭିନ୍ନ ବ୍ୟକ୍ତି ମାନଙ୍କୁ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026

You Might Also Like