-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିମିୟତା ବିରୁଦ୍ଧରେ ଜିଲ୍ଲା ବିଜେପି ପକ୍ଷରୁ ବ୍ଲକଅଫିସ ଘେରାଉ

18-Feb-2023



ସୁବର୍ଣ୍ଣପୁର, (ପ୍ରେରଣା ଖବର) ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ  ରାଜ୍ୟରେ ଗରିବଙ୍କ ପାଇଁ ଉଦ୍ଦିଷ୍ଟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ପ୍ରକୃତ ହିତାଧିକାରୀଙ୍କୁ ଚୟନ କରାନଯାଇ ଦଳିୟ ଭିତ୍ତିରେ  ବିଜେଡି ର ଅଯୋଗ୍ୟ ଧନିକଶ୍ରେଣୀର ବ୍ୟକ୍ତିଙ୍କୁ ହଜାର ହଜାର ଟଙ୍କା ଲାଞ୍ଚନେଇ ପ୍ରଦାନ କରାଯାଇଥିବା ପ୍ରତିବାଦରେ  ଜିଲ୍ଲା ବିଜେପି ସଭାପତି ପ୍ରମୋଦ କୁମାର ମହାପାତ୍ର ଙ୍କ ନେତୃତ୍ୱରେ ବିଜେପି ର ହଜାର ହଜାର କର୍ମକର୍ତ୍ତା ଆଜି ସୋନପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଭାପତି ପ୍ରମୋଦ ମହାପାତ୍ରଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ବିକ୍ଷୋଭରେ ଅଶୋକ ପୂଜାରୀ, ଶରତ ଶତପଥୀ, ଧୀରଜ୍ ବେଜ୍, ପୂର୍ଣ୍ଣଚନ୍ଦ୍ର ବିଶି, ଶ୍ୟାମ ସୁନ୍ଦର ଶତପଥୀ, ଅଲେଖ ନାଏକ, ସୁରେଶ ବିଶ୍ଵାଳ, ନବ ଦାସ, ପ୍ରତାପ ବାଗ,  ରାମେଶ୍ୱର ପ୍ରଧାନ, ସୁପ୍ରଭା ସେଠୀ, ସନ୍ତୋସିନୀ ଚାଉଳିଆ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ଉପରେ ଯୁବକ ଙ୍କୁ କୌଣସି କର୍ମସଂସ୍ଥାନ ଯୋଗାଇଦେବା ବଦଳରେ ଆଜି ତାଙ୍କ ହାତରେ ମଦବୋତଲ ଧରେଇଦେବା ଦ୍ୱାରା ଆଜି ମାଁ ମାନଙ୍କର ଅଭିଶାପ ଏଇ ସରକାର ଉପରେ ପଡିବା ନିଶ୍ଚିତ ବୋଲି ଏ ଅପାରଗ ବିଜେଡ଼ି ସରକାର କୁ ନିଶ୍ଚିତ ଭାବରେ ଲୋକମାନେ ଏଥର ପ୍ରତ୍ୟାଖ୍ୟାନ କରିବେ ବୋଲି ରାଜ୍ୟ ସରକାର ଉପରେ ଖୁବ୍ ବର୍ଷିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026

You Might Also Like