-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||     

HOME   ଜିଲ୍ଲା

ସମଗ୍ର ଶିକ୍ଷା ସୌଜନ୍ୟତା ତରଫରୁ ଆତ୍ମରକ୍ଷା ତାଲିମ ଶିବିର 

18-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଅଧିନସ୍ଥ ଶଙ୍କରା ବ୍ରଜ ବିହାରୀ ଉଚ୍ଚ ବିଦ୍ୟାଳୟ ଠାରେ ଦୀର୍ଘ ପାଞ୍ଚ ଦିନ ଧରି ଚାଲିଥିବା   ରାଣୀ ଲାଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ମାଧ୍ୟମିକ ସ୍ତର ବାଳିକା ମାନଙ୍କ ପାଇଁ ଉଦ୍ଧିଷ୍ଟ ଏହି ପ୍ରଶିକ୍ଷଣ ଶିବିରରେ ତାଲିମଦାତା ଶିକ୍ଷୟତ୍ରୀ ପ୍ରତିଭା ସାହୁ ଓ ଜ୍ୟୋସ୍ନା ଭୋଇ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସାମ୍ପ୍ରତିକ ସ୍ଥିତିରେ ଆତ୍ମରକ୍ଷା ପାଇଁ ବିଭିନ୍ନ କୌଶଳ ଶିକ୍ଷ୍ୟା ସହ ପରାମର୍ଶ ପ୍ରଦାନ କରିଥିଲେ । ପ୍ରଧାନଶିକ୍ଷକ ସନୋଜ କୁମାର ସେଠି ଆତ୍ମରକ୍ଷା କୌଶଳର ଉଦେଶ୍ୟ ସମ୍ୱନ୍ଧରେ ବିସ୍ତୃତ ଆଲୋଚନା କରିଥିବାବେଳେ ଶିକ୍ଷକ ସୁନୟ ସାହୁ,ଧ୍ରୁବଚରଣ ଦେଵତା,ଶିକ୍ଷୟତ୍ରୀ କ୍ଷୀରବ୍ଧି ମେହେର ଆତ୍ମରକ୍ଷା ସହ ନିଜେ କିପରି ସଚେତନ ଓ ଯତ୍ନବାନ ରହିବେ ସେନେଇ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ l ଶିକ୍ଷାନୁଷ୍ଠାନର ସବିତା ଧରୁଆ,ସୁନୟ ସାହୁ,ବିଶ୍ୱରଂଜନ ମହାପାତ୍ର,ପରମାନନ୍ଦ ପଧାନ,ବଳରାମ ତ୍ରିପାଠୀ,ଜୟକୃଷ୍ଣ ତାଣ୍ଡି,ଧ୍ରୁବଚରଣ ଦେବତା,ତ୍ରିଲୋଚନ ହୋତା,ଶଙ୍କର ଥନାପତି,ଚୈତନ୍ୟ ସାହୁ,ରାକେଶ ବେହେରା ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନାରେ ସହଯୋଗ କରିଥିଲେ l ଶେଷରେ ଶିକ୍ଷକ ଦେବାଶିଷ ମହାରଣା ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026

You Might Also Like