-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ନବରଙ୍ଗପୁର : ଏଚ୍ ଡି ଏଫ୍ ସି ବ୍ୟାଙ୍କ ର ନୂତନ କୋଠା  ଉଦଘାଟିତ

18-Feb-2023



ନବରଙ୍ଗପୁର ଜିଲ୍ଲା ସଦରମହକୁମା ଠାରେ  ଛବିସ ନମ୍ବର ଜାତୀୟ ରାଜପଥ  କଡରେ ଏଚ୍ ଡି ଏଫ୍ ସି ବ୍ୟାଙ୍କ ର ନୂତନ କୋଠା  ମୁଖ୍ୟ ଅତିଥି  ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର  ଦ୍ଵାରା ଶୁଭ ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କୁ ରୁଣ ପ୍ରଦାନ କରିବା ସହିତ ଝିଅବା ରସା ଗାଦବାଗୁଡା ନବରଙ୍ଗପୁର ଏବଂ ପଡାଲଗୁଡା ପଞ୍ଚାୟତ ଅନ୍ତର୍ଗତ ମାଝିଗୁଡା  ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ଵାରା ମାଣ୍ଡିଆ ରେ ପ୍ରସ୍ତୁତ କରିଥିବା ବିଭିନ୍ନ ସାମଗ୍ରୀର ଏକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଥିଲା।HDFC ବ୍ୟାଙ୍କ ର ଏଭଳି କାର୍ଯ୍ୟକ୍ରମ କୁ ଜିଲ୍ଲାପାଳ ଡଃ ମିଶ୍ର ଭୂୟସୀ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ବ୍ୟାଙ୍କ ର ରାଜ୍ଯ ମୁଖ୍ୟ ପ୍ରବନ୍ଧକ ଦୀପକ ସିଂ, ନବରଙ୍ଗପୁର ଜିଲ୍ଲା ଓରମାସ ର ଉପ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଲକା ଉମା ମହେଶ,ନବରଙ୍ଗପୁର ସହରର ବରିଷ୍ଠ ନାଗରିକ,ବୁଦ୍ଧିଜୀବୀ, ବ୍ୟାଙ୍କ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଏହି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ   ନବରଙ୍ଗପୁର ଶାଖାର ମୁଖ୍ୟ ପରିଚାଳକ ଜଗନ୍ନାଥ ପାତ୍ର ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା।

(ରିପୋର୍ଟ / ମିହିର ଶଙ୍କର ପାତ୍ର )


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like