-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ଦେଶ ବିଦେଶ

କେମିତି ରହିବ ନୂଆ ସଂସଦ ଭବନ; ଫଟୋ ଜାରି

06-Dec-2020



ନୂଆଦିଲ୍ଲୀ, (ପ୍ରେରଣା ଖବର)- ଆାସନ୍ତା ଡିସେମ୍ବର ୧୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ସଂସଦ ଭବନର ଭୂମି ପୂଜନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏହାର ଅବ୍ୟବହିତ ପୂର୍ବରୁ ନୂଆ ସଂସଦ ଭବନର ଫଟୋଚିତ୍ର ସାମ୍ନାକୁ ଆସିଛି । ଏହାର ନିର୍ମାଣ କାର୍ଯ୍ୟ ୨ ବର୍ଷ ଭିତରେ ଅର୍ଥାତ୍ ୨୦୨୨ ସୁଦ୍ଧା ଶେଷ କରାଯିବାକୁ ନିଷ୍ପତି ହୋଇଥିବା ବେଳେ ୯୭୧ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ । ଯାହା ସମ୍ପର୍କରେ ଲୋକସଭା ଅଧ୍ୟକ୍ଷ ଓମ୍ ବିର୍ଲା ଶନିବାର ଦିନ ସୂଚନା ଦେଇଛନ୍ତି  ସେ ଆହୁରି ମଧ୍ୟ କହିଛନ୍ତି ଯେ ନୂଆ ସଂସଦ ଭବନ ଆତ୍ମନିର୍ଭର ଭାରତର ଏଭଳି ଏକ ମନ୍ଦିର ହେବ, ଯାହା ରାଷ୍ଟ୍ରର ବିବିଧତାକୁ ପ୍ରତିବିମ୍ବିତ କରିବ । ୬୪ ହଜାର ବର୍ଗମିଟର ପରିଧିରେ ନିର୍ମିତ ହେବାକୁ ଥିବା ଏହି ନୂତନ ସଂସଦ ଭବନର କାର୍ଯ୍ୟ ଚଳିତବର୍ଷ ଡିସେମ୍ବର ମାସରେ ଆରମ୍ଭ ହେବାକୁ ଯାଉଛି । ସଂସଦ ଭବନରେ ୧୬,୯୨୧ ବର୍ଗ ମିଟର ଅଞ୍ଚଳରେ ଅଣ୍ଡରଗ୍ରାଉଣ୍ଡ କରାଯିବ!!ଭବନକୁ ତିନି ମହଲା ବିଶିଷ୍ଟ କରାଯିବା ସହ ତ୍ରିକୋଣୀୟ ମଧ୍ୟ କରାଯିବ। ଏହାବ୍ୟତୀତ ଡାଇନିଙ୍ଗ ରୁମ୍, କମିଟି ରୁମ୍, କନଫରେନ୍ସ ରୁମ୍, ଲାଇବ୍ରେରୀ ମଧ୍ୟ ନିର୍ମାଣ କରାଯିବାର ନିଷ୍ପତ୍ତି ନିଆଯାଇଛି। ତେବେ ଏହି ଭବନରେ ଲୋକସଭା ସଦସ୍ୟଙ୍କ ପାଇଁ ପାଖାପାଖି ୮୮୮ ସିଟ୍ ଓ ରାଜ୍ୟସଭା ସଦସ୍ୟଙ୍କ ପାଇଁ ୩୨୬ରୁ ଅଧିକ ଆସନ ରହିବ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like