-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସିରିସ୍‌-କୁତୁର୍ଲା ବ୍ରିଜ୍ ଭିତ୍ତିପ୍ରସ୍ତର ଦେଲେ ନରସିଂହ,      ଏହି ପୋଲ ଅଂଚଳ ପାଇଁ ଆଶିର୍ବାଦ ସଦୃଶ ହେବ - ନରସିଂହ

18-Feb-2023



ବଲାଙ୍ଗିର(ପ୍ରେରଣା ଖବର)  ଆଜି ବଲାଙ୍ଗିର ବ୍ଲକ ଅନ୍ତର୍ଗତ କୁଡାସିଂହାର ସିରିସ-କୁତୁର୍ଲା ବ୍ରିଜର ଶୁଭ ଭିତ୍ତି ପ୍ରସ୍ତର ମାନ୍ୟବର ବଲାଙ୍ଗିର ବିଧାୟକ ଦ୍ୱାରା ଅନୁଷ୍ଠିତ ହୋଇ ଯାଇଛି । ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଏହି ବ୍ରିଜ ନାଇକେନ ଜୋର ଉପରେ ନିର୍ମାଣ ହେବ । ଏହାର ବ୍ୟୟ ଅଟକଳ ୩କୋଟି ୯୩ଲକ୍ଷ ୧୮ହଜାର ଟଙ୍କା ମଞ୍ଜୁର ହୋଇଛି ଯାହାକୁ ଏହି ବର୍ଷ ଭିତରେ ସଂପୁର୍ଣ୍ଣ କରିବାର ଲକ୍ଷ ରଖା ଯାଇଛି । ଏହି ବ୍ରିଜ ହେବା ଦ୍ୱାରା ସିରିସ ଓ କୁତୁର୍ଲା ମଧ୍ୟରେ ଯୋଗେଯାଗ ମଝବୁତ ହେବ । ଯାଫଳରେ ଅଂଚଳରେ ଶିକ୍ଷା, ସ୍ୱସ୍ଥ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଏହି ପୋଲ ଅଂଚଳ ପାଇଁ ଆଶିର୍ବାଦ ସଦୃଶ ହେବ । ଏହା ସହ ଉପସ୍ଥିତ ଅଧିକ୍ଷଣ ଯନ୍ତ୍ରୀଙ୍କୁ ଏହି ବ୍ରିଜ ଟି

ସମସୟ ସୀମା ପୁର୍ବରୁ ଯେମିତ ସଂପୁର୍ଣ୍ଣ ହେବ ସେ ଦିଗରେ କାମ କରିବା ସହ ଏହି କାମରେ ଗ୍ରାମବାସୀ ମାନେ ସଂପୁର୍ଣ୍ଣ ସହ ଯୋଗ କରନ୍ତୁ ବୋଲି ଶ୍ରୀ ମିଶ୍ର କହିଥିଲେ । କାର୍ଯ୍ୟକ୍ରମ ପରେ ଅଧିକ୍ଷଣ ଯନ୍ତ୍ରୀ ନିର୍ମଳ ଚନ୍ଦ୍ର ଜେନାଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିବା ଭିତ୍ତିପ୍ରସ୍ତର ସଭାରେ ଗ୍ରାମବାସୀମାନେ ତାଙ୍କ ବିଭିନ୍ନ ସମସ୍ୟା ଯଥା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଅନିୟମିତତା, ରାସନ କାର୍ଡ ଓ ବିଭିନ୍ନ ଭତ୍ତାମାନଙ୍କୁ ନେଇ ଆପତ୍ତି ଅଭିଯୋଗ କରିଥିଲେ ।  ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଇଞ୍ଜିନିଅର ଜ୍ଞାନ ରାଉତ, ବିରେନ୍ଦ୍ର ମିଶ୍ର, ପ୍ରମୋଦ ସାହୁ, ଜୁଲୁ ପଟ୍ଟନାୟକ, ଭୁତିଆରବାହାଲ ସରପଞ୍ଚ ନୀଳ ସେଠ, ଲିଙ୍ଗରାଜ ପୁଟେଲ, ସରୋଜ ରଥ, ଅଜିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like