-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ମହା ଶିବରାତ୍ରି ରେ ସାମୁହିକ ବ୍ରତପୋନୟନ ଭଳି ମହତ ସେବା କରି ମହାନ ବ୍ୟକ୍ତି ର ଉଦାହରଣ ପାଲଟିଲେ ଶ୍ରୀବତ୍ସ ମଲ୍ଲିକ

18-Feb-2023



ସୁବର୍ଣ୍ଣପୁର - ଆଜି ପବିତ୍ର ମହାଶିବରାତ୍ରୀ ଅବସରରେ ସହରର ରାମେଶ୍ୱର ମନ୍ଦିର ପରିସରରେ  ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସାମୁହିକ  ବ୍ରତପୋନୟନ ଅନୁଷ୍ଠିତ ହୋଇଯାଇଛି।  ଦୀର୍ଘ 34 ବର୍ଷ ଧରି ଏ ମହତ କାର୍ଯ୍ୟ କୁ ସୁରୁଖୁରୁ ରେ ଶ୍ରୀ ମଲ୍ଲିକ ପରିଚାଳନା କରି ଆସୁଥିବା ବେଳେ ଚଳିତ ବର୍ଷ ୯ ଜଣ ଗରିବ ବ୍ରାହ୍ମଣ ପିଲାଙ୍କ ବ୍ରତପୋନୟନ ଅନୁଷ୍ଠିତ ହୋଇଯାଇଛି। ଧର୍ମ ପତ୍ନୀ ମୈଥିଲି ଙ୍କ ସହିତ ଶ୍ରୀ ମଲ୍ଲିକ କର୍ତ୍ତା ଭାବେ  ସବୁ ବର୍ଷ ଏକାର୍ଯ୍ୟ ସମ୍ପାଦନ କରି ଖୁବ ଶାନ୍ତି ଓ ଆତ୍ମ ସନ୍ତୋଷ ପାଉଥିବା  ଏବଂ  ଏ ଭଳି ସେବା କାର୍ଯ୍ୟ ସୁଯୋଗ କେବଳ ସରଳ, ଉଦାର ବ୍ୟକ୍ତି ଙ୍କୁ ମିଳିଥାଏ ବୋଲି ଏ ବିଷୟ ଆଜି ସାମ୍ବାଦିକ ଙ୍କୁ କହିଛନ୍ତି l ଜନ୍ମ ରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ବିଭିନ୍ନ ସହାୟତା ଯୋଜନା  କରିଥିବା ବିଷୟ ଲୋକେ ଶୁଣିଥିବେ ହେଲେ ଛୁଆ ଜନ୍ମ ହେଲେ ମେଡିକାଲ ରୁ ଆରମ୍ଭ କରି  ଦୁଃଖୀ ରଙ୍କି ଙ୍କ ର ଛୋଟ ବଡ଼ ଉତ୍ସବ ରେ  ସୁଖ ଦୁଃଖ ସବୁ ବେଳେ ସଙ୍କଟ ମୋଚନ ପରି ଛିଡା ହୁଅନ୍ତି ସେ ଏବଂ ସମସ୍ତ  ପ୍ରକାର ସହାୟତା ପ୍ରଦାନ କରିଥାନ୍ତି l ଏ ପରିକି ନିଜର ବ୍ୟସ୍ତ ବହୁଳ ଜୀବନ ଭିତରେ  କାହାର ଅସମୟରେ ସ୍ମଶାନ ରେ ମଧ୍ୟ ସାହାଯ୍ୟ ପାଇଁ ସମୟ ଦେବା  କେବେ ଅବହେଳା କରନ୍ତିନି  ଶ୍ରୀ ମଲ୍ଲିକ l ସରକାରୀ ବେସରକାରୀ ବଡ଼ ବଡ଼ ସଭା ସମିତି ରେ ସବୁ  କାର୍ଯ୍ୟ ରେ ଶ୍ରୀବତ୍ସ ଭାଇ ଖୋଜା ପଡନ୍ତି l ଆଉ ଘଂଟାଏ ଭିତରେ ଯଦି ହଜାର ଲୋକ ଙ୍କ ଖାଇବା ପିଇବା ବ୍ୟବସ୍ଥା ଆୟୋଜନ

କୋଉଠି ଜରୁରୀ ପଡ଼ିଯାଏ  ସେ ତୁରନ୍ତ ସେଠି ମାତା ଲଷ୍ମୀ ଙ୍କ ପରି ଚମତ୍କାର ଦେଖେଇ ଦିଅନ୍ତି l ସୁବର୍ଣ୍ଣପୁର ଜ଼ିଲ୍ଲା ତଥା ପାଖ ପଡୋଶୀ ଜ଼ିଲ୍ଲା ର ଯେ କୌଣସି ଲୋକ ବି କିଛି ସାହାଯ୍ୟ ମାଗେ ଶ୍ରୀ ମଲ୍ଲିକ କାହାକୁ କେବେ  ନିରାଶ କରିବା କଥା ଶୁଣି ନ ଥିବେ l ଆଉ ସାଧାରଣ ଲୋକଙ୍କ ଠୁଁ ଆରମ୍ଭ କରି ଜ଼ିଲ୍ଲା  ପ୍ରଶାସନ ର  ଛୋଟ ବଡ଼ ସବୁ ପଦାଧିକାରୀ ତାଙ୍କୁ ଅନ୍ନପୂର୍ଣ୍ଣା ବୋଲି କୁହନ୍ତି l ତାଙ୍କରି ବିଭିନ୍ନ ବ୍ୟବସାୟ ସଂସ୍ଥା ନାଁ ମଧ୍ୟ ଅନ୍ନପୂର୍ଣ୍ଣା ଏଜେନ୍ସି ନାମରେ ନାମିତ ଅଟେ l ପ୍ରତିବର୍ଷ ଶ୍ରୀ ମଲ୍ଲିକ ଙ୍କର ଏହିପରି ପୂଣ୍ୟ କାମକୁ ଜନସାଧାରଣ ଖୁବ୍ ପ୍ରଶଂସା କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like