-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବୌଦ୍ଧଜିଲାରେ ସଫଳତାର ସହ ଶେଷ ହେଲା ଭୀମଭୋଇ ସାମର୍ଥ୍ୟ ଶିବିର   

19-Feb-2023



ବୌଦ୍ଧ( ହୃଦାନନ୍ଦ ମେହେର): ଗତ ୧୪ ତାରିଖ ଦିନ ବୌଦ୍ଧ ବ୍ଲକ କାର୍ଯ୍ୟାଳୟ, ୧୬ ତାରିଖରେ କଣ୍ଟାମାଳ ହାଇସ୍କୁଲ ଏବଂ  ୧୭ ତାରିଖରେ ହରଭଙ୍ଗା ବ୍ଲକ ଚାରିଛକ ହାଇସ୍କୁଲ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ବ୍ଲକରେ ୧୮୪ ଜଣ ପଂଜିକୃତ ହୋଇଥିବାବେଳେ ସେଥିରୁ ୪୩ ଜଣଙ୍କୁ ୟୁଡି ଆଇଡି ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏଥିସହିତ ୭ ଜଣଙ୍କୁ

ତିନିଚକିଆ ସାଇକେଲ, ୧୦ ଜଣଙ୍କୁ ହୁଇଲ ଚେୟାର ଓ ୨୦ ଟି ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିଲା । କଣ୍ଟାମାଳ ବ୍ଲକରେ ୫୦୧ ଜଣ ପଂଜିକୃତ ହୋଇଥିବାବେଳେ ୮୫ ଜଣଙ୍କୁ ୟୁଡି ଆଇଡି ପ୍ରମାଣପତ୍ର,୧୦ ଜଣଙ୍କୁ ତିନିଚକିଆ ସାଇକେଲ,୧୦ ଜଣଙ୍କୁ ହୁଇଲ ଚେୟାର ଏବଂ ଦୁଇଟି ଆଶାବାଡି ପ୍ରଦାନ କରାଯାଇଥିଲା । ସେହିପରି ହରଭଙ୍ଗା ବ୍ଲକର ୨୩୦ ଜଣ ପଂଜିକୃତ ମଧ୍ୟରୁ ୮୦ ଜଣଙ୍କୁ ୟୁଡି ଆଇଡି ଭିନ୍ନକ୍ଷମ ପ୍ରମାଣପତ୍ର,୧୩ ଜଣଙ୍କୁ ତିନି ଚକିଆ ସାଇକେଲ,୧୭ ଜଣଙ୍କୁ ହୁଇଲ ଚେୟାର, ୪ଟି ଶବଣ ଯନ୍ତ୍ର, ୪ଟି ଆଶାବାଡି ଏବଂ ଦୁଇଗୋଟି ସିପି ଚେୟାର ପ୍ରଦାନ କରାଯାଇଥିଲା । ଚାରିଛକ ହାଇସ୍କୁଲଠାରେ ଜିଲାପାଳ ସତ୍ୟରଞ୍ଜନ ସାହୁ ଶିବିର ଶେଷ ହେବା ପର୍ଯ୍ୟନ୍ତ ଉପସ୍ଥିତ ରହି ସମସ୍ତ କାଉଣ୍ଟରକୁ ତଦାରଖ କରିବା ସହ ଲୋକଙ୍କ ଅଭିଯୋଗ ଶୁଣି ତାର ଆଶୁ ସମାଧାନ କରିଥିଲେ । ଏହି ଅବସରରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜଣେ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା,୧୦ ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୮୫ ହଜାର ଟଙ୍କା ଏବଂ ୫ ଜଣକୁ ରେଡକ୍ରସ ପାଣ୍ଠିରୁ ୪୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା । ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାରୀ, ବିଡିଓ ବୌଦ୍ଧ ଅବିନାଶ  ପାଣ୍ଡିଆ, କଣ୍ଟାମାଳ ବିଡିଓ କଳାକୃଷ୍ଣ ପ୍ରଧାନ, ହରଭଙ୍ଗା ବିଡିଓ ସ୍ୱପ୍ନିତା ନାୟକ,ସିଡିପିଓ ବୌଦ୍ଧ ମିନତୀ ଦେଓ,କଣ୍ଟାମାଳ ସିଡିପିଓ ଜ୍ୟୋତ୍ସ୍ନାରାଣୀ ପାଢି ଓ ହରଭଙ୍ଗା ସିଡିଫିଓ ନିରୁପମା ପାଣି,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ବୌଦ୍ଧ ସାନନ୍ଦ ସାହୁ,କଣ୍ଟାମାଳ ସୂର୍ଯ୍ୟ ନାରାୟଣ ଦାଶ, ହରଭଙ୍ଗା ସୁନିଲ ମହାନ୍ତି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଶିବିର ପରିଚାଳନାରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ । ଏହି ଶିବିରରେ ଜିଲା ମୁଖ୍ୟ ଚିକିତ୍ସାଳୟର କର୍ଣ୍ଣ,ନାଶା, ଗଳା, ଚକ୍ଷୁ,ଭେସଜ,କୁଷ୍ଠ

ବିଭାଗର ବିଶେଷଜ୍ଞ ଡାକ୍ତରମାନେ ଉପସ୍ଥିତ ଥିଲେ । ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଜୟକୃଷ୍ଣ ମିଶ୍ର, କିମ୍ସ ର ଅସ୍ଥିଶଲ୍ୟ ବିଶେଷଜ୍ଞ ପ୍ରଦିପ୍ତ କୁମାର ପାତ୍ର,ବୌଦ୍ଧ ମେଡିକାଲର ଡା. କିଶୋର ଚନ୍ଦ୍ର ପଟ୍ଟନାୟକ,ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ପୋଲିସ କର୍ମଚାରୀ, ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ସ୍ୱେଛାସେବୀ, ଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ତାଲିମ ଅଧିକାରୀ, ସହକାରୀ ଜିଲାପାଳମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ସୂଚନା ଯୋଗ୍ୟଯେ, ଆସନ୍ତା ମାର୍ଚ୍ଚ ୩ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ମାନ୍ୟବର ମନ୍ତ୍ରୀ ପ୍ରଦିପ କୁମାର ଅମାତଙ୍କ ଦ୍ୱାରା ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କୁ ସେମାନଙ୍କ ପ୍ରଥମ ଭତ୍ତା ବାଣ୍ଟିବାର ବ୍ୟବସ୍ଥା କରାଯାଉଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like