-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||     

HOME   ଜିଲ୍ଲା

ଆଦର୍ଶ ବ୍ୟକ୍ତିତ୍ୱ ନିର୍ମାଣରେ ଯୋଗର ଭୂମିକା ଶୀର୍ଷକ ଆଲୋଚନା 

19-Feb-2023



 ବିନିକା(ହିମାଂଶୁ ଶେଖର ପୁଟେଲ) ବର୍ତ୍ତମାନ ପରିବେଶରେ ନିଜକୁ ଖାପ ଖୁଆଇବା ସହିତ ସୁସ୍ଥ ଜୀବନ ଯାପନ ପାଇଁ ଠିକ ଭାବରେ  ଖାଦ୍ୟପେୟ ଗ୍ରହଣ କରିଲେ ଏବଂ ନୀତି ପ୍ରତିଦିନ ଯୋଗ ପ୍ରାଣାୟମ କଲେ ନିଶ୍ଚିତ ସଫଳତା ମିଳିବ ।ଯାହାକି ଆଦର୍ଶ ବ୍ୟକ୍ତିତ୍ୱ ନିର୍ମାଣରେ ଯୋଗର ଭୂମିକା ମହତ୍ତ୍ୱପୂର୍ଣ୍ଣ ଶୀର୍ଷକ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଆନ୍ତର୍ଜାତୀୟ ଯୋଗ ଗୁରୁ ସ୍ୱାମୀଜୀ ଆଚାର୍ଯ୍ୟ ପ୍ରୀୟକ୍ରୂଷ୍ଣ ନନ୍ଦ ଜି ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ସ୍ଥାନୀୟ ସିଦ୍ଧାର୍ଥ ଜୁନିଅର କଲେଜ ଠାରେ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ ତରଫରୁ ଅନୁଷ୍ଟିତ ଯୋଗ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ରେଖା ପ୍ରଧାନ ସଭାପତିତ୍ବ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଜୟାନନ୍ଦ ପାଣିଗ୍ରାହୀ, ନାରାୟଣ ଚୌଧୁରୀ,ରୋହିତ ଧରୁଆ ପ୍ରମୁଖ ମାନବ ଜୀବନରେ ଯୋଗ ଅପରିହାର୍ଯ୍ୟ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026
  ଜିଲ୍ଲା  
ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   17-Jul-2026

You Might Also Like