-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପଞ୍ଚରଥ ମନ୍ଦିରରେ ସାଂସ୍କୃତିକ କାର୍ଯ୍ୟକ୍ରମ

19-Feb-2023



ସୁବର୍ଣ୍ଣପୁର: ଗତକାଲି ମହା ଶିବରାତ୍ରି ଅବସରରେ ସୋନପୁର ବସଷ୍ଟାଣ୍ଡ ସ୍ଥିତ ପଞ୍ଚରଥ ଶୈବ ପୀଠ ଠାରେ  ଏକ ଭଜନ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲl l ଏଥିରେ ସ୍ଥାନୀୟ ଭୀମ ଭୋଇ କଳାପରିଷଦର ନିର୍ଦେଶକ ଉମେଶ କୁମ୍ଭାରଙ୍କ ତତ୍ୱାବଧାନରେ  ପଶ୍ଚିମ ଓଡିଶାର ବିଶିଷ୍ଟ କଣ୍ଠଶିଳ୍ପୀ ନବୀନ କଅଁର, ଶତ୍ରୁଘ୍ନ ଲୁହା ଙ୍କ ସମେତ ବୀରେନ୍ଦ୍ର ଜଗଦଲା, ଅପର୍ଣ୍ଣl ନନ୍ଦ, ବିଜୟିନୀ ଭୋଇ, ମଧୁସୁଦନ ସାହୁ,ପଦ୍ମଲୋଚନ ସାହୁ, ସୁରେନ୍ଦ୍ର ମିଶ୍ର, ଅକ୍ରୁର ମହାନନ୍ଦ ପ୍ରମୁଖ ବହୁ କଳାକାର ଯୋଗ ଦେଇ ଭଜନ ସଂଗୀତ ପରିବେଷଣ କରିଥିଲେ l ଏହି କାର୍ଯ୍ୟକ୍ରମକୁ  ଲେବର କମିଶନର ଡି ଲେଶ୍ଵର ଖାକା ଓ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଉଦଘାଟନ କରିଥିବା ବେଳେ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶିବରାମ ସାହୁ ଓ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିଲେ l  ନବୀନ କୁଅଁର ଓ ଶତ୍ରୁଘ୍ନ ଲୁହା ଙ୍କ ଡୁଏଟ ସଂଗୀତ ଆଏଜ ତ ଦେଖାଇ ଦେଲୁ ରେ କଳାକାଁହୁ, ନୀଳମନି, ବେନୁପାନୀ ସଂଗୀତ ବେଶ ଆକର୍ଷଣ ଥିବା ବେଳେ  ଏ କଳାକାର ମାନେ ବିଳମ୍ବିତ ରାତି ଯାଏ ସୁମଧୁର ସଂଗୀତ ରେ ସମସ୍ତ ଦର୍ଶକଙ୍କୁ ବାନ୍ଧି ରଖିଥିଲେ l କାର୍ଯ୍ୟକ୍ରମର ଶେଷରେ  ୯୦ବର୍ଷୀୟ କଳାକାର ନରେନ୍ଦ୍ର ସାହୁ ଓ ପୂଜକ ଗୌରୀ ଶ୍ୟାମ ରଥ ପଞ୍ଚରଥ ବାବା ଙ୍କ ଇତିହାସ ଉପରେ ଏକ ଭଜନ ସଂଗୀତ ପରିବେଷଣ କରିଥିଲେ l ମନ୍ଦିରର ନୂତନ କମିଟିର ସଭାପତି ପିୟୁଷ ପଣ୍ଡା, ଉପଦେଷ୍ଟା ବିକାଶ ପଣ୍ଡା, ଜିତେନ୍ଦ୍ର ପଟ୍ଟନାୟକ, ମନବୋଧ ଭୋଇ, ରାମଜୀ ନେଗୀ ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like