-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କେତେ ସୁରକ୍ଷିତ ଗଣମାଧ୍ୟମ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

19-Feb-2023



ବରଗଡ : (ପ୍ରେରଣା ଖବର)
 ଭାରତୀୟ ଇଂରାଜୀ ଦୈନିକ ଖବର କାଗଜ "ଦ ପାଓନିୟର" ର ଜିଲ୍ଲା ପ୍ରତିନିଧି ଆଶୁତୋଷ ରଥଙ୍କ ଅଧ୍ୟକ୍ଷତାରେ କେତେ ସୁରକ୍ଷିତ ଗଣମାଧ୍ୟମ ଉପରେ ଆଲୋଚନା ଚକ୍ର ବରଗଡ ଗାନ୍ଧୀ ଭବନ ଠରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବରଗଡ ଲୋକସଭା ସଂସଦ ସୁରେଶ ପୂଜାରୀ, ମୁଖ୍ୟ ବକ୍ତା ଭାବେ ବିରମହାରାଜପୁର ମହାବିଦ୍ୟାଳୟର ଇତିହାସ ବିଭାଗ ମୁଖ୍ୟ ଡ.ହିମାଂଶୁ ଶେଖର ପାଢୀ, ସମ୍ମାନୀତ ଅତିଥି ଭାବେ ବରଗଡ ମୁନସିପାଲଟି ଚେୟାରମେନ ଶ୍ରୀମତୀ କଳ୍ପନା ମାଝୀ, ଆଇନଜୀବୀ ରାଜେନ୍ଦ୍ର ପ୍ରସାଦ ସିଂ ଏବଂ ନିପନ ଦାଶ ପ୍ରମୁଖ ଯୋଗଦେଇ କେତେ ସୁରକ୍ଷିତ ଗଣମାଧ୍ୟମ ଉପରେ ଆଲୋକପାତ କରିଥିଲେ । ସୁଶ୍ରୀ ସୌଭାଗ୍ୟ ଲକ୍ଷ୍ମୀ ଦାଶ ପ୍ରାରମ୍ଭିକ ସଂଗୀତ ଗାନ କରିଥିବା ବେଳେ, ୧୫ ଜଣ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ହୋତାଙ୍କୁ ନାରଦ ସମ୍ମାନ, ଡ.ସତ୍ୟକେତନ ମହାନ୍ତୀଙ୍କୁ ସଂସ୍କୃତି କଳା ଗୌରବ ସମ୍ମାନ, କଳାକାର ରବିନ୍ଦ୍ର କୁମାର ସାହୁଙ୍କୁ କଳାରତ୍ନ ସମ୍ମାନ, ଭାଗବତିଆ ମେହେରଙ୍କୁ କଳା ଗୌରବ ସମ୍ମାନ, ସୁଶାନ୍ତ କୁମାର ପଣ୍ଡାଙ୍କୁ ସମାଜ ଗୌରବ ସମ୍ମାନ, ଅର୍ପିତା ପଣ୍ଡାଙ୍କୁ ସେବା ବିଭୂତି ସମ୍ମାନ, ଝରଣା ପାଣିଗ୍ରାହୀଙ୍କୁ ସେବାଶ୍ରୀ ସମ୍ମାନ, ଶେଷଦେବ ଦାସଙ୍କୁ ସେବାରତ୍ନ ସମ୍ମାନ, ବରିଷ୍ଠ ସାମ୍ବାଦିକ ବା୍ଲାଜୀ ବିଭୁରଞ୍ଜନ ତରାସିଆ, ପ୍ରେମାନନ୍ଦ ଖମାରୀ, କିଶନଲାଲ ଅଗ୍ରଓ୍ବାଲଙ୍କୁ ସମ୍ବାଦ ଗୌରବ ସମ୍ମାନ, କାହ୍ନୁ ଚରଣ ମାଝୀଙ୍କୁ ସେବା ସମ୍ମାନ, ଭୋଦେବ ମେହେରଙ୍କୁ କଳାରତ୍ନ ସମ୍ମାନ, ବିଜୟ କୁମାର ଅଗ୍ରଓ୍ବା୍ଲଙ୍କୁ ସାମାଜିକ ସେବା ସମ୍ମାନ, ସନ୍ତୋଷ କୁମାର ପଧାନଙ୍କୁ କ୍ରୀଡାବିତ୍ ସମ୍ମାନ, ରବିନ୍ଦ୍ର ପୂଜାରୀଙ୍କୁ କଳା ପ୍ରତିଭା ସମ୍ମାନ, ସୁମନ୍ତ ଆଚାର୍ଯ୍ୟଙ୍କୁ ଶିକ୍ଷାଦର୍ପଣ ସମ୍ମାନ, କୈଲାସ ଚନ୍ଦ୍ର ପଣ୍ଡାଙ୍କୁ ବ୍ୟଙ୍ଗବନ୍ଧୁ ସମ୍ମାନ, ପୂର୍ଣ୍ଣଚନ୍ଦ୍ର ଷଡଙ୍ଗୀଙ୍କୁ ଜ୍ୟୋତିଷରତ୍ନ ସମ୍ମାନ, ରଞ୍ଜନ କୁମାର ପଣ୍ଡାଙ୍କୁ ସେବା ଗୌରବ ସମ୍ମାନ, ପରମାନନ୍ଦ ମିଶ୍ରଙ୍କୁ ସେବା ସମ୍ମାନ, ଉଦ୍ଧବ ପଣ୍ଡାଙ୍କୁ ସାମ୍ବାଦିକ ସୌରଭ ସମ୍ମାନ, ସୁରେନ୍ଦ୍ର ମେହେର ଓ ଶ୍ରୀକୁମାର ମହନ୍ତଙ୍କୁ ସାମ୍ବାଦିକତା କ୍ଷେତ୍ରରେ ସମ୍ମାନ, ନିଷ୍ଠା ପରିବାର, ସଂକଳ୍ପ ପରିବାର, ଜନ କଲ୍ୟାଣ ସେବା ସଂସ୍ଥାଙ୍କୁ ସେବାଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଶେଷରେ ଆଶୁତୋଷ ରଥଙ୍କ ରଚନା ଓ ନିର୍ଦ୍ଦେଶନାରେ ନାଟକ ପ୍ରାୟଶ୍ଚିତ ମଞ୍ଚସ୍ଥ କରାଯାଇଥିଲା । ଶେଷରେ ସୁମନ୍ତ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like