-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସହଯୋଗ ଏଡୁକେଶେନ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

19-Feb-2023



ସାଲେପୁର: ସାଲେପୁର ଅଞ୍ଚଳର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ସହଯୋଗ ଏଡୁକେଶେନ ଚାରିଟେବୁଲ  ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା,ବୃକ୍ଷରୋପଣ ଓ ଜର୍ସି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ବାଲିସାହି ପଞ୍ଚାୟତ ସ୍ଥିତ ମା ଜାଗୁଳାଇ ପୀଠ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଟ୍ରଷ୍ଟ ର ଉପଦେଷ୍ଟା ତଥା  ଆଇନି ଜିବୀ ବିକ୍ରମ କେଶରୀ ବଳ

ପୌରହିତ୍ୟ  କରିଥିଲେ।ମୁଖ୍ୟ ଅତିଥି ଭାବେ ନିଶ୍ଚିନ୍ତ କୋଇଲି ବ୍ଲକ୍ ର ପ୍ରାକ୍ତନ ଅଧକ୍ଷ ଗିରିଶ ରଞ୍ଜନ ମହାପାତ୍ର ଯୋଗ ଦେଇ ଅନୁଷ୍ଠାନର ବିଭିନ୍ନ ସମାଜ କଲ୍ୟାଣ କରୀ କାର୍ଯ୍ୟକୁ ପ୍ରଶଂସା କରିବା ସହିତ ଅନୁଷ୍ଠାନ ର  ଉତ୍ତରୋତ୍ତର କାମନା କରିଥିଲେ।  କାର୍ଯ୍ୟକ୍ରମରେ କବି ଚନ୍ଦ୍ରମଣି ଭୂୟାଁ ସଂଯୋଜନା କରିଥିଲେ।ଅତିଥି ଭାବେ ଓଡ଼ାସିଂହ ପଞ୍ଚାୟତ ସରପଞ୍ଚ ଜ୍ୟୋତି ରେଖା ନାୟକ,ସାମାଜିକ କର୍ମୀ ଶୁଭ୍ର ଜ୍ୟୋତ୍ସ୍ନା ମହାନ୍ତି, ଅସିତ୍ କୁମାର ନାୟକ , ଦେବାଶିଷ ବେହେରା , ପ୍ରକାଶ ଚନ୍ଦ୍ର ସାହୁ , ଆଲୋକ ଚନ୍ଦ୍ର ମହାରଣା  ପ୍ରମୁଖ ଯୋଗ ଦେଇଥିଲେ।ପ୍ରାରମ୍ଭରେ ସାମ୍ବାଦିକ ଦୀପକ କୁମାର ଷଡ଼ଙ୍ଗୀ ଅତିଥି ପରିଚୟ ସହ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ  ଅଂଚଳରେ ବିଭିନ୍ନ କ୍ଷେତ୍ରରେ ଗୌରବ ଅର୍ଜନ କରିଥିବା  ସାମ୍ବାଦିକ ,ସମାଜସେବୀ ଓ ଶିକ୍ଷକ ମାନଙ୍କୁ  ଅତିଥି ମାନେ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା  ଦେଇଥିଲେ। ପରେ ଅତିଥିମାନଙ୍କ ଦ୍ଵାରା  ପୀଠ ପରିସରରେ ବୃକ୍ଷରୋପଣ ସହ ଅନୁଷ୍ଠାନର ଜର୍ସି ଉନ୍ମୋଚନ କରାଯାଇଥିଲା।କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଚେୟାରମ୍ୟାନ ଶିବ ପ୍ରସାଦ ସେନାପତି, ମ୍ୟାନେଜିଂ ଟ୍ରଷ୍ଟି   ସତ୍ୟ ପ୍ରକାଶ ନାୟକ , ସନ୍ଦୀପ ଖଟୁଆ , ସୌମ୍ୟ ରଞ୍ଜନ ଦାସ , ସମୀର ନାୟକ , ମନୋଜ ଦାସ , ଦେବେନ୍ଦ୍ର ବେହେରା

, ଶିବ ସୁନ୍ଦର ମଲ୍ଲିକ ,କାହ୍ନୁ ପାତ୍ର,ହିମାଂଶୁ ଶେଖର ଲେଙ୍କା,ଆଶୀର୍ବାଦ  ରାଉତ , ରାଜେନ୍ଦ୍ର ଖଟୁଆ , ସବ୍ୟସାଚୀ ବେହେରା ,ସତ୍ୟବ୍ରତ ରାଉତ ଙ୍କ ସମେତ   ସ୍ଵେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟ ମାନେ ପରିଚାଳନାରେ ସହଯୋଗ କରିଥିଲେ। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like