-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||     

HOME   ଜିଲ୍ଲା

ନାକ୍ଟିଦେଉଳର ଵିଭିନ୍ନ ଶିବ ମନ୍ଦିରରେ ଶିବରାତ୍ରୀ ଉତ୍ସବ ପାଳିତ

19-Feb-2023



ନାକଟିଦେଉଳ(କନ୍ଦର୍ପ ବେହେରା )-ନାକ୍ଟିଦେଉଳ ବ୍ଲକ୍ ଅନ୍ତର୍ଗତ ଵିଭିନ୍ନ ପଞ୍ଚାୟତର ଗ୍ରାମ ଗୁଡିକର ଶିଵ ମନ୍ଦିର ମାନଙ୍କ ରେ ଶିବ ରାତ୍ରି ଓ ଜାଗର ଉତ୍ସବ ପାଳିତ ହୋଇଥିଲା । ଵାଟ ଗାଁ ନିକଟସ୍ଥ କୁଞାମୁରାର ଵିନ୍ଧେଶ୍ବର ମନ୍ଦିର, ସାହେଵୀ ନିକଟ ଝାଡେଶ୍ବର, ନାକ୍ଟିଦେଉଳ ର ଵିମଳେଶ୍ବର ଓ କନକେଶ୍ବର, ଶିମିଳିପାଳ ମହାଦେବ ପୀଠ, ଡ଼ଇଁଚା ର ରାମେଶ୍ଵର ବାବା, ସରାପାଲି ର ବାଲୁଙ୍କେଶ୍ବର, କୁଞବନ ପୀଠ ର ବାବା ରାମେଶ୍ୱର, ଵଳମ ଶିବ ମନ୍ଦିର, ଗିରିଶ୍ଚନ୍ଦ୍ରପୁର ଶିବ ମନ୍ଦିର ଓ କିସିଣ୍ଡା ର ଶିବ ମନ୍ଦିର ରେ ପୂଜା ଉପାସନା, ରୁଦ୍ରାଭିଷେକ, ହରିହର ଭେଟ, ଚଵିଶ ପ୍ରହର ନାମଯଜ୍ଞ , ଭଜନ ଓ କୀର୍ତ୍ତନ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ମନ୍ଦିର ର ପୂଜାର୍ଚ୍ଚନା ଦେଖିଲେ ଲାଗେ ନାକ୍ଟିଦେଉଳ ଵ୍ଲକ୍ ଅଞ୍ଚଳ ର ଜନଜୀବନ ରେ ଶୈଵ ଶକ୍ତି ଉପାସନା ସ°ସ୍କୃତି ପ୍ରତିଫଳିତ ହୋଇଛି । ନାକ୍ଟିଦେଉଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟସ୍ଥ ଵିମଳେଶ୍ବର ମନ୍ଦିର ରେ ମହୁକୁଦ ଦଣ୍ଡୁଆ ଦଳ ଦଣ୍ଡ ନୃତ୍ୟ ପ୍ରଦର୍ଶନ କରିଥିଲେ । ସମସ୍ତ ଶିଵ ମନ୍ଦିର ଆଲୋକମାଳା ରେ ସଜ୍ଜିତ ହେବା ସହିତ ଦୋକାନ ଵଜାର ଵସିଥିଲା । ମନ୍ଦିର ଗୁଡିକ ରେ ଅଗଣିତ ଲୋକଙ୍କ ସମାଗମ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026

You Might Also Like