-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ଗନ୍ଧରାଢୀ ଲୋକ କଳା ମହୋତ୍ସବ ଜରୁରୀ ବୈଠକ l

20-Feb-2023



ବୌଦ୍ଧ( ହୃଦାନନ୍ଦ ମେହେର )
ବୌଦ୍ଧ  ବ୍ଲକ ଲକ୍ଷ୍ମୀପ୍ରସାଦ  ପଂଚାୟତର ଐତିହାସିକ ଗନ୍ଧରାଢୀ ମନ୍ଦିର ପରିସରରେ ଫେବୃଆରୀ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦ୍ୱିତୀୟ ଗନ୍ଧରାଢୀ ଲୋକ କଳା ମହୋତ୍ସବ ନିମନ୍ତେ ଜରୁରୀ ବୈଠକ ସଭାପତି ଅଶୋକ କୁମାର ସାହୁ ଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ହୋଇଯାଇଛି l ସମ୍ପାଦକ ଶମ୍ଭୁ ଗିରି ସମ୍ପାଦକୀୟ ବିବରଣୀ ସହିତ ପୂର୍ବ ବୈଠକର ପ୍ରସ୍ତାବ ଉପରେ ସୂଚନା ରଖିଥିଲେ l ସହ ସମ୍ପାଦକ ସ୍ବାଧୀନ କୁମାର ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ l ଏଥିରେ ବିଭିନ୍ନ କମିଟିର ସଦସ୍ୟ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ସ୍ମରଣୀକା କମିଟି, ଶୋଭାଯାତ୍ରା କମିଟି, ସାଂସ୍କୃତିକ କମିଟି, ସାଜସଜା କମିଟି, ଅର୍ଥ କମିଟି, ବ୍ୟବସ୍ଥାପନା କମିଟି, ଉପରେ ଆଲୋଚନା କରାଯାଇଥିଲା lବିଭିନ୍ନ ଆଲୋଚନାରେ କୋଷାଧ୍ୟକ୍ଷ ନିରଞ୍ଜନ ଗିରି ,ଅଧ୍ୟାପକ ବାସୁଦେବ ପାତ୍ର, ଉତ୍ସବ ସାହୁ, ଭୋଲାଗିରି ସାହୁ,ଉପ-ସଭାପତି ବିଦ୍ୟାଧର ସ୍ବାଇଁ,ସହ ସମ୍ପାଦକ ଜ୍ଞାନରଞ୍ଜନ ପଟ୍ଟନାୟକ,ଉପ- ସଭାପତି  ମନରଞ୍ଜନ ପୁରୋହିତ, ଅର୍ଥ କମିଟି ଅଧକ୍ଷ ଗଜେନ୍ଦ୍ର ବାରିକ,ଧ୍ରୁବ ଚରଣ ପାଣିଗ୍ରାହୀ, ନୀଳଲୋହିତ ମହାପାତ୍ର, ସନ୍ତୋଷ କୁମାର କର୍ଣ୍ଣ, ସ୍ୱପ୍ନେସ୍ୱର ମହାନ୍ତି,ଅକ୍ଷୟ କୁମାର ସ୍ୱାଇଁ, ପ୍ରଭାସ କୁମାର ଶତପଥୀ, କୃତିବାସ ପଲିଆ, ସବର ସେଠୀ, ସ୍ବାଧୀନ କୁମାର ପରିଡା, ଶୁଶିଲ କୁମାର ଦୀପ, ଧନଞ୍ଜୟ ଶତପଥୀ,ଶିଵ ବେହେରା, ,ଆଦି ଜେନା, ମୋହନ ସାହୁ, ଅଜିତ ସାହୁ, ବିଜୟ କୁମାର ଜେନା, ହିମାଂଶୁ ଜେନା, ସୁମନ୍ତ ପ୍ରଧାନ, ସୀତାକାନ୍ତ ଦନାୟକ, ନୀଳକଣ୍ଠ ପାଣିଗ୍ରାହୀ,ପ୍ରକାଶ ବାରିକ,ବିଶ୍ୱଜିତ ପୁରୋହିତ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ lମହୋତ୍ସବ ପାଇଁ ଆବଶ୍ୟକ ହେଉଥିବା ଅର୍ଥ ପ୍ରଥମେ ଉପସ୍ଥିତ ସଭ୍ୟ ଘୋଷଣା କରି ଥିବା ତୁରନ୍ତ ପୈଠ କରିବା ପାଇଁ ଅନୁରୋଧ କରିଥିଲେ l ଗନ୍ଧରାଡ଼ି ମନ୍ଦିର ଓ ହନୁମାନ ମନ୍ଦିର କୁ  ଆଲୋକିକରଣ କରିବା ସହିତ  ସ୍ଥାନୀୟ ବୀର ଖମ୍ବ ରେ ଶାଢୀ ବାନ୍ଧିବା ପାଇଁ ସ୍ଥିର କରାଯାଇଛି l ପୂର୍ବ ବର୍ଷ ରେ ହୋଇଥିବା ତ୍ରୁଟିକୁ ସୁଧାରିବା ନିମନ୍ତେ ବିଭିନ୍ନ ସଦସ୍ୟ ମତ ରଖିଥିଲେ lଶେଷରେ ସ୍ୱାଧୀନ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like